ସ୍କୁଲ ମଧ୍ୟାହ୍ନଭୋଜନରେ ଏଣିକି ଫଳ ମିଳିବ
ସ୍କୁଲ ମଧ୍ୟାହ୍ନଭୋଜନରେ ଏଣିକି ଫଳ ମିଳିବ। ପିଏମ୍ ପୋଷଣ ଯୋଜନାରେ ଆମିଷ ଖାଉ ନ ଥିବା ଛାତ୍ରୀଛାତ୍ରଙ୍କୁ ଅଣ୍ଡା ବଦଳରେ ଫଳ ଦିଆଯିବ। ଭୋଜନରେ ଋତୁକାଳୀନ ଫଳ ଯୋଗାଇ ଦେବାକୁ ଜିଲା ଶିକ୍ଷାଧିକାରୀଙ୍କୁ ପିଏମ୍ ପୋଷଣ ନୋଡାଲ ଅଫିସର ଚିଠି ଲେଖିଛନ୍ତି। ତେଣୁ ଅଣ୍ଡା ଖାଉ ନ ଥିବା ପିଲାଙ୍କ…