Browsing Tag

#metro tv

ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାରଷ୍ଟ୍ରାଇକ୍ , ୧୭ ଜଣ ଆଫଗାନିସ୍ତାନ ନାଗରିକ ମୃତ

ପାକିସ୍ତାନ ଆଫଗାନିସ୍ତାନ ଉପରେ ଏକ ବଡ଼ ଏୟାରଷ୍ଟ୍ରାଇକ୍ କରିଛି । ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ପଶି ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଏହି ଆକ୍ରମଣଗୁଡ଼ିକ ଆଫଗାନିସ୍ତାନର ଘନି ଖେଲୋ ଏବଂ ଗରଦା ସାମିଆ ଜିଲ୍ଲାରେ ହୋଇଥିବା ଜଣାପଡିଛି । ଯେଉଁ ଆକ୍ରମଣରେ ସାଧାରଣ…

ଦୁର୍ବଳତା ଅନୁଭବ ହେତୁ ହସପିଟାଲରେ ଭର୍ତ୍ତି ହେଲେ ଶରଦ ପାୱାର

ଏନସିପି-ଏସପି ନେତା ଶରଦ ପାୱାର ପୁଣିଥରେ ହସପିଟାଲରେ ଭର୍ତ୍ତି ହୋଇଛନ୍ତି । ଦୁର୍ବଳତା ଅନୁଭବ କରିବାକରୁ ତାଙ୍କୁ ପୁଣେର ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି । ଦିନକୁ ଦିନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଛି । କିଛିଦିନ ତଳେ ହସପିଟାଲରେ ଭର୍ତ୍ତି ହୋଇଥିଲେ ଶରଦ ପାଓ୍ବାର…

ଏଣିକି ମାତ୍ର ୫୫ ମିନିଟରେ ଦିଲ୍ଲୀରୁ ମିରଟ ଯାତ୍ରା, ଆରମ୍ଭ ହେଲା ଭାରତର ସବୁଠୁ ସେମି-ହାଇ-ସ୍ପିଡ୍ ଲୋକାଲ ରାପିଡ୍…

ଏଣିକି ମାତ୍ର ୫୫ ମିନିଟରେ ଦିଲ୍ଲୀରୁ ମିରଟ ଯାତ୍ରା। ଆରମ୍ଭ ହେଲା ଭାରତର ସବୁଠୁ ସେମି-ହାଇ-ସ୍ପିଡ୍ ଲୋକାଲ ରାପିଡ୍ ଟ୍ରେନ୍। ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। କମ୍ ଦାମରେ ମିଳିବ ଉଚ୍ଚମାନର ସୁବିଧା। ଭାରତର ସବୁଠାରୁ ଦ୍ରୁତତମ ମେଟ୍ରୋ ଟ୍ରେନ୍ ସେବା ମିରଟରେ…

୪୪,୨୦୦ କୋଟି ଟଙ୍କାର ପୁଞ୍ଜି ନିବେଶକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ ,୮ଟି ଜିଲ୍ଲାରେ ହେବ ୧୦ଟି ପ୍ରକଳ୍ପ , ପ୍ରାୟ…

୪୪,୨୦୦ କୋଟି ଟଙ୍କାର ପୁଞ୍ଜି ନିବେଶକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ । ୮ଟି ଜିଲ୍ଲାରେ ହେବ ୧୦ଟି ପ୍ରକଳ୍ପ । ପ୍ରାୟ ୯,୦୦୦ ନିଯୁକ୍ତି ସୃଷ୍ଟି ହେବ । ନବୀକରଣ ଶକ୍ତି ଏବଂ ସେମିକଣ୍ଡକ୍ଟର ପ୍ରକଳ୍ପଗୁଡ଼ିକ ଉପରେ ସରକାରଙ୍କ ଗୁରୁତ୍ୱ । ଖୋର୍ଦ୍ଧାରେ ହେବ ସେମିକଣ୍ଡକ୍ଟର ମେମୋରି ଚିପ୍…

ଆସନ୍ତା ୨୩ ଏବଂ ୨୪ତାରିଖ ରାଜ୍ୟର ବିଭିନ୍ନ ଅଞ୍ଚଳ‌େର ବିଜୁଳି, ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଭାରତ ମହାସାଗର ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଭାରତ ମହାସାଗର ଅଞ୍ଚଳରେ ପହଞ୍ଚିବ।…

ଜାଣନ୍ତୁ କିପରି କଟିବ ଆଜିର ଦିନ

ମେଷ : ଆଜି ଆପଣ ଆପଣଙ୍କ ବ୍ୟବସାୟରେ ଯୋଜନାବଦ୍ଧ ଭାବରେ କାମ କରିବେ । ଘରର ପରିବେଶ ଶାନ୍ତିପୂର୍ଣ୍ଣ ରହିବ । ଏହି ରାଶିର ଯେଉଁମାନେ ରେଷ୍ଟୁରାଣ୍ଟ ମାଲିକ, ସେମାନଙ୍କର ବିକ୍ରୟ ବୃଦ୍ଧି ହେବାର ସମ୍ଭାବନା ଅଛି । ଆଜି ଆପଣଙ୍କ ଉପରିସ୍ଥ ଅଧିକାରୀମାନେ ଆପଣଙ୍କ ଉପରେ ଖୁସି ହେବେ, ଏବଂ ପଦୋନ୍ନତି…

ଶ୍ରୀଜଗନ୍ନାଥଙ୍କ ମନ୍ଦିର ହୁଣ୍ଡିରୁ ୧୮ କୋଟି ଟଙ୍କା ଓ ୩ କିଲୋ ସୁନା ଦାନ ସଂଗ୍ରହ

ଶ୍ରୀଜଗନ୍ନାଥଙ୍କ ମନ୍ଦିର ହୁଣ୍ଡିରୁ ୧୮ କୋଟି ଟଙ୍କା ଓ ୩ କିଲୋ ସୁନା ଦାନ ସଂଗ୍ରହ କରାଯାଇଛି । ଜଗାକୁ ମୁକ୍ତ ହସ୍ତରେ ଦାନ କରୁଛନ୍ତି ଭକ୍ତ । ଆଜି ଏ ସମ୍ପର୍କରେ ବିଧାନସଭାରେ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନରେ ଆଇନ…

ଏଣିକି ଟେଟ୍ରା ପ୍ୟାକ୍‌ରେ ମିଳିବ ମଦ

ଏଣିକି ଟେଟ୍ରା ପ୍ୟାକ୍‌ରେ ମିଳିବ ମଦ । କାଚ ବୋତଲ ପରିବର୍ତ୍ତେ ଟେଟ୍ରା ପ୍ୟାକ୍ର ବ୍ୟବହାର କରାଯିବ । ବିଧାନସଭାରେ ଉତ୍ତର ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଅବକାରୀ ନୀତି ଅନୁସାରେ କାଚ ବୋତଲର ପରିବର୍ତ୍ତନ କରାଯିବ । ଟେଟ୍ରା ପ୍ୟାକ୍ ବ୍ୟବହାରକୁ…

୨୩ ତାରିଖ ରୁ ରାଜ୍ୟରେ ବିଜୁଳି ଘଡ଼ିଘଡ଼ି ସହ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ଏବେ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିଛି। ଆଗାମୀ ୨ଦିନ ଏଭଳି ସ୍ଥିତି ଲାଗି ରହିବ। ତେବେ ୨୩ ତାରିଖ ସୋମବାର ବେଳକୁ ପାଗ ମୁଖ୍ୟତଃ ମେଘୁଆ ରହିବା ସହ କଁା ଭଁା ସ୍ଥାନରେ ହାଲୁକାରୁ…

ପୁରୁଷ ଟି୨୦ ବିଶ୍ବକପ: ଆଜି ଠୁ ସୁପର ଏଇଟ୍‌ସ ପର୍ଯ୍ୟାୟ,ପାକିସ୍ତାନ-ନ୍ୟୁଜିଲାଣ୍ଡକୁ ଭେଟିବ

ପୁରୁଷ ଟି୨୦ ବିଶ୍ବକପ ଦଶମ ସଂସ୍କରଣ-୨୦୨୬ର ସୁପର ଏଇଟ୍‌ସ ପର୍ଯ୍ୟାୟ ଶନିବାରଠାରୁ ଖେଳାଯିବ। କଲମ୍ବୋର ଆର ପ୍ରେମାଦାସ ଷ୍ଟାଡ଼ିୟମରେ ଶନିବ​‌ାର ଗ୍ରୁପ-୨ର ମ୍ୟାଚରେ ପାକିସ୍ତାନ-ନ୍ୟୁଜିଲାଣ୍ଡକୁ ଭେଟିବ। ଉକ୍ତ ମ୍ୟାଚ ରାତି ୭ଟାରେ ଖେଳାଯିବ। ସଲମାନ ଅଲ୍ଲୀ ଆଗାଙ୍କ ନେତୃତ୍ବାଧିନ ପାକିସ୍ତାନ…