Browsing Tag

#metro tv

ଆଜିର ରାଶିଫଳ

ମେଷ: ଦିନଟି ଖୁସି ଭରା ରହିବ। କଠିନ କାମ ସହଜରେ ସଂପୂର୍ଣ୍ଣ କରିବେ। ଜୀବନସାଥୀ ଠାରୁ କୌଣସି ଉପହାର ପାଇବେ। ଅପବ୍ୟୟ ଉପରେ ନିୟନ୍ତ୍ରଣ ରଖନ୍ତୁ। ସାମାଜିକ ସ୍ତରରେ ଲୋକ ପ୍ରିୟତା ବଢ଼ିବ। ‌ ବୃଷ: ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତ ହେବାର ଯୋଗ ଅଛି। ରାଜନୀତିରେ ବଡ଼ ଲୋକଙ୍କ…

ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା

ଚାଷୀ ପଞ୍ଜୀକରଣ ନେଇ ଚାଷୀମାନେ ଆନ୍ଦୋଳନ କରିବାକୁ ଧମକ ଦେଇଛନ୍ତି । ଏହାପରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ ଆସିଛି । ମନ୍ତ୍ରୀ କହିଛନ୍ତି ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା । ଚାଷୀ ପଞ୍ଜୀକରଣ ଲାଗି ଶେଷ ତାରିଖ ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ରହିଛି । ଯଦି କିଛି ଅଭିଯୋଗ ଆସେ ତେବେ…

ଆଜିଠୁ କମିବ ବର୍ଷା

ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉପକୂଳ ପଶ୍ଚିମବଙ୍ଗ ଓ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଉପକୂଳ ପଶ୍ଚିମବଙ୍ଗ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଥିଲା। ଏହା ଆଜି ପଶ୍ଚିମ ଦିଗକୁ ଗତି…

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇର ଲଗ୍ନ ଧାର୍ଯ୍ୟ

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇର ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ଅଗଷ୍ଟ ୨୮ ତାରିଖ ଗୁରୁବାର ଚଳିତ ବର୍ଷର ନୂଆଖାଇ ପର୍ବ ପାଳନ କରାଯିବ। ବଲାଙ୍ଗୀର ଜିଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟି ସିନ୍ଧାନ୍ତକ୍ରମେ ପୂର୍ବତନ ପାଟଣାଷ୍ଟେଟ ତଥା ମହାରାଜାଙ୍କ ଇଷ୍ଟଦେବୀ…

ଏସିଆ କପ: ସେପ୍ଟେମ୍ବର 14 ରେ ଭାରତ- ପାକିସ୍ତାନ ମ୍ୟାଚ

ଆସନ୍ତା ସେପ୍ଟେମ୍ବର ୮ରୁ ଆରମ୍ଭ ହେବାକୁ ଥିବା ଏସିଆ କପର କ୍ରୀଡାସୂଚୀ ପ୍ରକାଶ ପାଇଛି । ଟୁର୍ଣ୍ଣାମେଣ୍ଟରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୁଇଟି ମ୍ୟାଚ୍ ହେବ। ଯଦି ଉଭୟ ଦଳ ଫାଇନାଲରେ ପହଁଞ୍ଚନ୍ତି, ତେବେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ତିନୋଟି ମ୍ୟାଚ୍ ହେବ। ଏସୀୟ କ୍ରିକେଟ ପରିଷଦ…

ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ

୧ ଅଗଷ୍ଟ ୨୦୨୫ ରେ କିଛି ବିଶେଷ ପରିବର୍ତ୍ତନ ହେବାକୁ ଯାଉଛି, ଯାହା ସାଧାରଣ ଲୋକଙ୍କ ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇବ। ଏଥିରେ କ୍ରେଡିଟ କାର୍ଡ ସହିତ ଜଡିତ ଶୁଳ୍କ, ଏଲପିଜି ସିଲିଣ୍ଡର ମୂଲ୍ୟରେ ପରିବର୍ତ୍ତନ ଏବଂ ୟୁପିଆଇ କାରବାର ସମ୍ବନ୍ଧୀୟ ନୂତନ ନିୟମ ଅନ୍ତର୍ଭୁକ୍ତ। ଏହା ବ୍ୟତୀତ,…

ମନ କି ବାତରେ ଓଡ଼ିଶା କଥା

ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କ ମନ କି ବାତ୍ କାର୍ଯ୍ୟକ୍ରମର ୧୨୪ତମ ସଂସ୍କରଣ। ରେଡିଓ ମାଧ୍ୟମରେ ଦେଶବାସୀଙ୍କୁ ନିଜ ମନର କଥା କହିଛନ୍ତି ପିଏମ୍ ମୋଦୀ। ପୂର୍ବତନ ରାଷ୍ଟ୍ରପତି ଏପିଜେ ଅବଦୁଲ କଲାମଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳୀ ଦେବା ସହ ମହାକାଶରେ ଶୁଭାଂଶୁ ଶୁକ୍ଳାଙ୍କ ସଫଳତାକୁ…

ଯୁଦ୍ଧ ବନ୍ଦ କରିବାକୁ ଥାଇଲ୍ୟାଣ୍ଡ ଏବଂ କାମ୍ବୋଡିଆ କୁ ଧମକ ଦେଲେ ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଥାଇଲ୍ୟାଣ୍ଡ ଏବଂ କାମ୍ବୋଡିଆ ମଧ୍ୟରେ ସୀମା ବିବାଦରେ ପ୍ରବେଶ କରିଛନ୍ତି। ଡୋନାଲ୍ଡ ଟ୍ରମ୍ପ ଉଭୟ ଦେଶକୁ ତୁରନ୍ତ ଯୁଦ୍ଧ ବନ୍ଦ କରିବାକୁ ଧମକ ଦେଇଛନ୍ତି। ଆମେରିକା ରାଷ୍ଟ୍ରପତି ଶନିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ୍ ସୋସିଆଲରେ ଏକ ପୋଷ୍ଟ…

ସାଉଥ୍ ସୁପର୍‌ଷ୍ଟାର୍‌ ପ୍ରଭାସଙ୍କ ଚାହିଦା ଆକାଶଛୁଆଁ

ସାଉଥ୍ ସୁପର୍‌ଷ୍ଟାର୍‌ ପ୍ରଭାସ ଏବେ ତାଙ୍କର ବହୁ ପ୍ରତୀକ୍ଷିତ ଫିଲ୍ମ ‘ଦି ରାଜା ସାବ୍’ ପାଇଁ ଶିରୋନାମାରେ ଅଛନ୍ତି। ଫିଲ୍ମକୁ ନେଇ ପ୍ରଶଂସକଙ୍କ ମଧ୍ୟରେ ଢେର୍‌ ଚର୍ଚ୍ଚା। ‘ଦି ରାଜା ସାବ୍’ ଚଳିତ ବର୍ଷ ଡିସେମ୍ବର ୫ ତାରିଖରେ ରିଲିଜ୍ ହେବ ବୋଲି ପୂର୍ବରୁ ଘୋଷଣା କରାଯାଇଥିଲା। ହେଲେ ଏବେ…

ଶ୍ରମିକଙ୍କ କଲ୍ୟାଣ ପାଇଁ କାମ କରିବାକୁ ପରାମର୍ଶ

ଶ୍ରମିକଙ୍କର କଲ୍ୟାଣକାରୀ କାର୍ଯ୍ୟକ୍ରମକୁ ସୁନିଶ୍ଚିତ କରିବା ପାଇଁ କାରଖାନାଗୁଡ଼ିକର ଶ୍ରମ କଲ୍ୟାଣ ଅଧିକାରୀମାନଙ୍କର ଗତ ୨୫ ତାରିଖରେ ଏକ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଶ୍ରମ ସଂସ୍ଥାନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କର୍ମଶାଳାର ମୁଖ୍ୟ ଅତିଥି କାରଖାନା ଏବଂ…