ଆଜି ଭାରତ-ଅଷ୍ଟ୍ରେଲିଆ ଶେଷ ଦିନିକିଆ, ଟସ୍ ଜିଣି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତ୍ତି
ଆଜି ଭାରତ-ଅଷ୍ଟ୍ରେଲିଆ ତୃତୀୟ ତଥା ଶେଷ ଦିନିକିଆ। ଟସ୍ ଜିଣି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତ୍ତି, ବୋଲିଂ କରିବ ଭାରତ । ସକାଳ ୯ଟାରୁ ମ୍ୟାଚ୍ ଖେଳାଯିବ। ଶେଷ ଦିନିକିଆ ଜିତି ସମ୍ମାନ ବଜାୟ ଲକ୍ଷ୍ୟରେ ଭାରତ ଖେଳିବ । ୩ ମ୍ୟାଚ୍ ବିଶିଷ୍ଟ ସିରିଜକୁ ଅଷ୍ଟ୍ରେଲିଆ ୨-୦ରେ କବଜା କରିଛି ।…