Browsing Tag

#metro tv

ଔଷଧୀୟ ଗୁଣରେ ଭରପୁର ସଜନା ଛୁଇଁ

ପିଲାବେଳେ ପାଠ ବହିରେ ପଢି ଆସୁଥିଲେ ‘ତଟକା ପରିବା ଖାଇବା ନିରୋଗ ଆମେ ରହିବା ।’ ସବୁଜ ତଟକା ପରିବା ସ୍ବାସ୍ଥ୍ୟ ପାଇଁ ଭାରି ଭଲ । ଭିଟାମିନରେ ଭରପୂର ପରିବା ଖାଇବା ପାଇଁ ଡ଼ାକ୍ତର ମଧ୍ୟ ପରାମର୍ଶ ଦେଇଥା’ନ୍ତି । ପ୍ରତିଟି ପରିବା ଦେହ ପାଇଁ ମହୌଷଧୀ ଭଳି କାମ କରିଥା’ନ୍ତି । ପରିବା ଭିତରେ…

ଗତ ଚାରି ମାସ ମଧ୍ୟରେ ତୃତୀୟ ଥର ପାଇଁ ହାସ୍ୟ ଅଭିନେତା କପିଲ ଶର୍ମାଙ୍କ କ୍ୟାଫେ ଉପରେ ଆକ୍ରମଣ

ହାସ୍ୟ ଅଭିନେତା କପିଲ ଶର୍ମାଙ୍କ କ୍ୟାଫେରେ ଗତ ଚାରି ମାସ ମଧ୍ୟରେ ତୃତୀୟ ଥର ପାଇଁ ଆକ୍ରମଣ ହୋଇଛି। ଜଣେ ସେଲିବ୍ରିଟିଙ୍କ କ୍ୟା‌ଫେରେ ଯଦି ଦାଦାବଟି ଆଦାୟକୁ ନେଇ ଏଭଳି ଘଟୁଛି; ତାହା ସାଧାରଣ ଲୋକଙ୍କ ପାଇଁ ଏକ ଚିନ୍ତାର ପ୍ରସଂଗ ପାଲଟିଛି। ଭିଡିଓରେ କଏଦ ହୋଇଥିବା ଏବଂ ଅନଲାଇନରେ ବ୍ୟାପକ…

ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ପାଇଁ ଦୀପାବଳି ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଆସନ୍ତା ସୋମବାର ଓ ମଙ୍ଗଳବାର ଦୁଇ ଦିନ ଦୀପାବଳି ପାଇଁ ଛୁଟି। ଅର୍ଥାତ୍ ୨୦୨୫ ଅକ୍ଟୋବର ୨୦ ଓ ୨୧ ତାରିଖରେ ଓଡ଼ିଶାରେ ଦୀପାବଳି ଛୁଟି ହେବ। ଦୀପାବଳି ଛୁଟି ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। କିନ୍ତୁ ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର ହୋଇଥିବା ସତ୍ତ୍ବେ ଏହି ଦିନ ଛୁଟି ହେବ…

ବନ୍ଦ ହେବାକୁ ଯାଉଛି ମେଟା କମ୍ପାନୀର ମେସେଞ୍ଜର ଆପ୍‌

ଯଦି ଆପଣ ମେଟା କମ୍ପାନୀର ମେସେଞ୍ଜର ଆପ ବ୍ୟବହାର କରୁଛନ୍ତି, ତେବେ ଆଜିର ଏହି ଖବର ଆପଣଙ୍କ ପାଇଁ ବିଶେଷ। କମ୍ପାନୀ ନିକଟରେ ଘୋଷଣା କରିଛି ଯେ ମେସେଞ୍ଜର ଆପ୍‌ ଶୀଘ୍ର ବନ୍ଦ ହେବାକୁ ଯାଉଛି। ଉପଭୋକ୍ତାମାନଙ୍କୁ ସତର୍କ କରିବା ପାଇଁ ନୋଟିଫିକେସନ ମଧ୍ୟ ପଠାଯାଉଛି। ଆଗାମୀ ୬୦ ଦିନ ମଧ୍ୟରେ ଏହି…

ନିଜର ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପି ପ୍ରାର୍ଥୀ ଜୟଢୋଲକିଆ

ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ ଶୋଭାଯାତ୍ରାରେ ଆସି ବିଜେପି ପ୍ରାର୍ଥୀ ଦିବଙ୍ଗତ ବିଧାୟକରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟଢୋଲକିଆ ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତାଙ୍କ ସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, କଳାହାଣ୍ଡି ସାଂସଦ ମାଳବିକା ଦେଓ, ପୂର୍ବତନ ରାଜ୍ୟ ବିଜେପି…

ପାକିସ୍ତାନର ଏୟାର୍‌ ଷ୍ଟ୍ରାଇକ୍‌ରେରେ ୩ ଆଫ୍‌ଗାନୀ କ୍ରିକେଟର୍‌ଙ୍କ ମୃତ୍ୟୁ ଅଭିଯୋଗ

ପାକଟିକା ପ୍ରଦେଶରେ ପାକିସ୍ତାନର ଏୟାର୍‌ ଷ୍ଟ୍ରାଇକ୍‌ରେରେ ୩ ଆଫ୍‌ଗାନୀ କ୍ରିକେଟର୍‌ଙ୍କ ମୃତ୍ୟୁ ହୋଇଛି ବୋଲି ଅଭିଯୋଗ ଅ‌ାଣିଛି ଆଫ୍‌ଗାନିସ୍ତାନ। ତିନି ଜଣ ଆଫଗାନିସ୍ତାନ ଘରୋଇ କ୍ରିକେଟରଙ୍କ ମୃତ୍ୟୁ ପରେ, ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବି) ପାକିସ୍ତାନ ଏବଂ ଶ୍ରୀଲଙ୍କାକୁ ନେଇ…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ । ଆଜି ସକାଳ ୬ ଟାରେ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଖୋଲାଯାଇଛି । ଦୁଇଟି ଗେଟରେ ପର୍ଯ୍ୟଟକ ଭିତରକୁ ପ୍ରବେଶ କରିପାରିବେ । ପିଠାବଟା ଓ କାଲିଆଣୀ ଏହି ଦୁଇ ଫାଟକରେ ପ୍ରବେଶ କରିବେ । ପର୍ଯ୍ୟଟକମାନଙ୍କୁ ସ୍ବାଗତ କରିବାକୁ ସ୍ଵତନ୍ତ୍ର ବ୍ୟବସ୍ଥା…

ଆଜି ପବିତ୍ର ଧନତେରାସ

ଆଜି ପବିତ୍ର ଧନତେରାସ । କାର୍ତ୍ତିକ ମାସ କୃଷ୍ଣପକ୍ଷ ତ୍ରୋୟୋଦଶୀ ତିଥିରେ ଧନତେରାସ ପାଳିତ ହେଉଛି । ଧନତେରାସକୁ ହିନ୍ଦୁ ପରମ୍ପରାରେ ଧନ, ସ୍ୱାସ୍ଥ୍ୟ ଓ ସମୃଦ୍ଧିର ପ୍ରତୀକ ବୋଲି ବିଚାର କରାଯାଏ । ଧାର୍ମିକ ମାନ୍ୟତା ଅନୁସାରେ ନୂଆ ବାସନ, ସୁନା, ଧନିଆ, ଝାଡୁ, ଲକ୍ଷ୍ମୀ-ଗଣେଶଙ୍କ…

ଆଜିର ରାଶିଫଳ

ମେଷ: ନିତିଦିନିଆ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ। ଆପଣଙ୍କର ନୂଆ କୌଶଳ ଆପଣଙ୍କ ବ୍ୟବସାୟକୁ ଆଗକୁ ବଢ଼ାଇବ। ପ୍ରେମୀ ଯୁଗଳ ବାହାରକୁ ବୁଲି ଯିବେ। ଛାତ୍ରଛାତ୍ରୀଙ୍କ ଲାଗି ସମୟ ଶୁଭ। ‌ ବୃଷ: କୌଣସି ଜଟିଳ ମାମଲାର ସମାଧାନ ବାହାରିବ। କୃଷିକ୍ଷେତ୍ରରେ ଥିବା…

ରାଜ୍ୟରେ ଖୋଲିବ ୧୩୯ଟି ନୂଆ ସବ୍‌-ରେଜିଷ୍ଟ୍ରାର୍ ଅଫିସ

ରାଜ୍ୟରେ ଖୋଲିବ ୧୩୯ଟି ନୂଆ ସବ୍‌-ରେଜିଷ୍ଟ୍ରାର୍ ଅଫିସ । ଏହାଦ୍ୱାରା ସାଧାରଣ ଲୋକଙ୍କୁ ଜମି କିଣାବିକାରେ ଅଧିକ ସୁବିଧା ହେବ । କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିରେ ଅନୁଷ୍ଠିତ ଏକ ସରକାରୀ କାର୍ଯ୍ୟକ୍ରମରେ ଏହା ଘୋଷଣା କରିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଚଳିତ ଆର୍ଥିକ ବର୍ଷରୁ…