Browsing Tag

#metro tv

ରାଜସ୍ୱ ବିଭାଗ ସମ୍ପର୍କିତ ସମସ୍ୟାର ତୁରନ୍ତ ସମାଧାନ ପାଇଁ ଗାଁରେ ପହଞ୍ଚିବେ ଅଧିକାରୀ- ରାଜସ୍ୱ ମନ୍ତ୍ରୀ ସୁରେଶ…

ଗାଁକୁ ଯିବ ତହସିଲ ଅଫିସ। ରାଜସ୍ୱ ବିଭାଗ ସମ୍ପର୍କିତ ସମସ୍ୟାର ତୁରନ୍ତ ସମାଧାନ ପାଇଁ ଗାଁରେ ପହଞ୍ଚିବେ ଅଧିକାରୀ। ୨ ବର୍ଷ ପୂର୍ତ୍ତି ଅବସରରେ ରାଜସ୍ୱ ବିଭାଗ ଆଣିବ ନୂଆ ଯୋଜନା ମୋ ଗାଁ ମୋ ତହସିଲ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ ଆହୁରି ମଧ୍ୟ କହିଛନ୍ତି…

ଚୀନରେ ଭୟଙ୍କର ଭୂମିକମ୍ପ,ଭୂକମ୍ପର ତୀବ୍ରତା ୫.୨

ଚୀନରେ ଭୟଙ୍କର ଭୂମିକମ୍ପ ଅନୁଭୂତ ହୋଇଛି । ସ୍ଥାନୀୟ ସମୟ ରବିବାର ରାତି ୧୨:୨୧ ରେ ହୋଇଥିବା ଏହି ଭୂମିକମ୍ପର କେନ୍ଦ୍ରସ୍ଥଳ ଲିଉଝୋର ଲିଉନାନ ଥିଲା । ଭୂକମ୍ପର ତୀବ୍ରତା ୫.୨ ବୋଲି ରିପୋର୍ଟ କରିଛନ୍ତି । ଭୂମିକମ୍ପର କେନ୍ଦ୍ରସ୍ଥଳ ଭୂଗର୍ଭର ପ୍ରାୟ ୮ କିଲୋମିଟର ଗଭୀରତା ଥିଲା ବୋଲି ଅନୁମାନ…

ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ (+୨) ପରୀକ୍ଷା ଫଳ ।  ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ଵାରା ପରିଚାଳିତ ୨୦୨୬ ବାର୍ଷିକ ଯୁକ୍ତ ଦୁଇ (+୨) ପରୀକ୍ଷା ଫଳ ଆସନ୍ତା ମେ’ ୨୦ ତାରିଖରେ ପ୍ରକାଶ ପାଇବ। ଏହି ଦିନ ଅପରାହ୍ନ ୧୨:୩୦ ମିନିଟ୍‌ରେ ପରିଷଦ କାର୍ଯ୍ୟାଳୟ…

କେରଳମ ରାଜନୀତିରେ ଆରମ୍ଭ ହୋଇଛି ନୂଆ ଅଧ୍ୟାୟ,ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭି.ଡି. ସତୀଶନ

କେରଳମ ରାଜନୀତିରେ ଆରମ୍ଭ ହୋଇଛି ନୂଆ ଅଧ୍ୟାୟ । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିରୋଧୀ ଦଳ ନେତା ଭି.ଡି. ସତୀଶନ । ଭିଡି ସତୀଶନଙ୍କ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ୧୦ ବର୍ଷ ପରେ କେରଳରେ ଫେରିଲା ୟୁଡିଏଫ୍ । ଶପଥ ଗ୍ରହଣ…

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ,ଚାଲିଛି କୋର କମିଟି ବୈଠକ

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ । ଚାଲିଛି ଗୁରୁତ୍ୱପୂର୍ଣ୍ଣ କୋର କମିଟି ବୈଠକ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିଛି କୋର କମିଟି ବୈଠକ । ଓଡ଼ିଶା ଗସ୍ତରେ ଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କୋର କମିଟି ବୈଠକରେ ଯୋଗ…

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି,ଆଗାମୀ ୩ ଦିନରେ ବଢିବ ଦିନ ତାପମାତ୍ରା

ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି । କାଳବୈଶାଖୀ ପ୍ରଭାବ ରହୁଥିଲେ ମଧ୍ୟ ଅଧିକାଂଶ ସ୍ଥାନରେ ପାରଦ ଉପରମୁହାଁ ହୋଇଛି ।  ଆଗାମୀ ୩ ଦିନରେ ବଢିବ ଦିନ ତାପମାତ୍ରା । ୨ରୁ ୩ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ବଢିପାରେ ପାରଦ। ୧୯ ଓ ୨୦ ତାରିଖ ବେଳକୁ ବଲାଙ୍ଗିର, ଟିଟିଲାଗଡ଼,…

ଆଜିର ରାଶିଫଳ

ମେଷ: ଆପଣଙ୍କ ଜୀବନସାଥୀଙ୍କ ପରାମର୍ଶ ଲାଭଦାୟକ ହେବ । ସମୟ ନକାରାତ୍ମକ ହେବାକୁ ଯାଉଛି । ଗତକାଲିର କଠିନ ପରିଶ୍ରମ ଆଜି ଫଳପ୍ରଦ ହେବ । ଆପଣଙ୍କ କାମରେ ଥିବା ବାଧା ଦୂର ହେବ । ଆପଣଙ୍କୁ ବାହାରୁ ଏବଂ ଭିତର ଉଭୟ ଦିଗରୁ ନିରନ୍ତର ସମର୍ଥନ ମିଳିବ । ତଥାପି, ଜଟିଳତାରେ ସାମିଲ ହେବା ପରିହାର…

ଗଞ୍ଜାମ ଜିଲ୍ଲାର ସମସ୍ତ ଥାନା ଅଧିକାରୀଙ୍କ ପକ୍ଷରୁ ଏକ ସ୍ୱତନ୍ତ୍ର ଟିମ୍ ଗଠନ,୧୧ ଦିନରେ ମୋଟ ୪୪୪ ଜଣକୁ ୱାରେଣ୍ଟି…

ଗଞ୍ଜାମ ପୋଲିସ ଜିଲ୍ଲାରେ ଅପରାଧି ନିୟନ୍ତ୍ରଣ ଏବଂ ଆଇନ ଶୃଙ୍ଖଳାକୁ ସୁଦୃଢ କରିବା ପାଇଁ ପୋଲିସ ଜିଲ୍ଲାର ବିଭିନ୍ନ ଥାନା ପକ୍ଷରୁ ଏକ ସ୍ୱତନ୍ତ୍ର ଡ୍ରାଇଭ ଅଭିଯାନ ଆରମ୍ଭ ହୋଇଛି । ଗଞ୍ଜାମ ଏସପି ସୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲାର ସମସ୍ତ ଥାନା ଅଧିକାରୀଙ୍କ ପକ୍ଷରୁ ଏକ…

ପୁଣି ଆଉ ଏକ ଶସ୍ତା 5G ସ୍ମାର୍ଟଫୋନ୍ ଲଞ୍ଚ କଲା Vivo

Vivo ପୁଣି ଆଉ ଏକ ଶସ୍ତା 5G ସ୍ମାର୍ଟଫୋନ୍ ଲଞ୍ଚ କରିଛି । ଏହି ଫୋନରେ ୬୫୦୦mAhର ବ୍ୟାଟେରୀ ସହିତ ଅନେକ ଦମଦାର ଫିଚର୍ସ ମଧ୍ୟ ରହିଛି । Vivo ଏହି ଫୋନକୁ Y ସିରିଜରେ ପ୍ରଚଳନ କରିଛି । ଏହି ଫୋନ୍ ଖାସ୍ କରି ୟୁଥ୍ ଏବଂ ବଜେଟ୍ ୟୁଜର୍ସଙ୍କ ପାଇଁ ଡିଜାଇନ୍ କରାଯାଇଛି । କମ୍ପାନୀ ଏହି ଫୋନକୁ…

ଉତ୍ତର ପ୍ରଦେଶରେ ଏବେ ସପ୍ତାହରେ ଦୁଇ ଦିନ ୱାର୍କ ଫ୍ରମ ହୋମ କରିବା ପାଇଁ ନିୟମ ଲାଗୁ

ପଶ୍ଚିମ ଏସିଆ ସଙ୍କଟ ଯୋଗୁଁ ବିଶ୍ୱବ୍ୟାପୀ ଇନ୍ଧନ ସମସ୍ୟା ଦେଖାଦେଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନୁରୋଧ କ୍ରମେ ଦିଲ୍ଲୀ ପରେ ଉତ୍ତର ପ୍ରଦେଶ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ପେଟ୍ରୋଲ ଓ ଡିଜେଲର ବ୍ୟବହାର କମାଇବା ତଥା ସମ୍ଭାବ୍ୟ ଶକ୍ତି ସଙ୍କଟର…