ଓଡ଼ିଶା ବନ୍ଦ ପ୍ରଭାବ
ବାଲେଶ୍ବର ଏଫ୍ଏମ୍ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀଙ୍କ ଆତ୍ମାହୁତି ମାମଲାରେ ଆଜି କଂଗ୍ରେସ ଓ ବାମଦଳଗୁଡ଼ିକ ପକ୍ଷରୁ ଓଡ଼ିଶା ବନ୍ଦ କରାଯାଇଥିଲା। ଏହି ବନ୍ଦ ଯୋଗୁ କେବଳ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହୋଇନାହାନ୍ତି, ଅର୍ଥନୀତିକୁ ବହୁମୂଲ୍ୟ ଦେବାକୁ ପଡ଼ିଛି। ଦୋକାନ ବଜାର ବନ୍ଦ…