Browsing Tag

#metro tv

ଆମେରିକାରେ ଭୂକମ୍ପ ଅନୁଭୂତ , ସର୍ବେକ୍ଷଣରୁ ସୁନାମୀ ଚେତାବନୀ ପ୍ରକାଶ

ଆମେରିକାରେ ଏକ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଯାଇଛି। ବୁଧବାର ଦିନ ଆମେରିକାର ଆଲାସ୍କା ରାଜ୍ୟର ଉପକୂଳରେ ୭.୩ ତୀବ୍ରତାର ଏକ ଭୂମିକମ୍ପ ଅନୁଭୂତ ହୋଇଯାଇଛି। ଯାହା ପ୍ରଭାବରେ ଆମେରିକା ଥରହର ହୋଇ ପଡ଼ିଥିଲା। ଯାହା ପରେ ପରେ ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣରୁ ସୁନାମୀ ଚେତାବନୀ ପ୍ରକାଶ…

ନିଜ ଆପାର୍ଟମେଣ୍ଟ ବିକ୍ରି କଲେ ସଲମାନ

ବଲିଉଡ ଅଭିନେତା ସଲମାନ ଖାନ ମୁମ୍ବାଇରେ ତାଙ୍କର ଏକ ସମ୍ପତ୍ତି ବିକ୍ରି କରିଛନ୍ତି। ସଲମାନଙ୍କ ଏହି ସମ୍ପତ୍ତି ମୁମ୍ବାଇର ବାନ୍ଦ୍ରା ୱେଷ୍ଟରେ ଥିଲା। ସଲମାନଙ୍କ ଏହି ଆପାର୍ଟମେଣ୍ଟର ବିକ୍ରୟ ଏହି ମାସରେ ପଞ୍ଜିକୃତ ହୋଇଛି। ଆପଣଙ୍କୁ ଜଣାଇ ଦେଉଛୁ ଯେ ମୁମ୍ବାଇର ବାନ୍ଦ୍ରା ୱେଷ୍ଟ ସହରର…

ବେଙ୍ଗାଲୁରୁ ଦଳାଚକଟା ପାଇଁ ଆରସିବି ସହ ବିରାଟ କୋହଲିଙ୍କୁ ଦାୟୀ – କେନ୍ଦ୍ର ସରକାର

ଆରସିବିର ବିଜୟ ପରେ ୪ ଜୁନ୍‌ରେ ବେଙ୍ଗାଲୁରୁରେ ହୋଇଥିବା ଦଳାଚକଟାକୁ ନେଇ କର୍ଣ୍ଣାଟକ ସରକାର ଆରସିବି ସହ ବିରାଟ କୋହଲିଙ୍କୁ ଦାୟୀ କରିବା ସହ ଏନେଇ ଏକ ରିପୋର୍ଟ ହାଇକୋର୍ଟଙ୍କୁ ପ୍ରଦାନ କରିଛନ୍ତି। ଆଇପିଏଲ୍‌ ୨୦୨୫ର ବିଜୟର ମୁକୁଟ ଚଳିତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ…

ଆମେ ସରକାରଙ୍କ ଗୁଣ୍ଡାଗିରି ନେଇ ଭୟଭୀତ ହେବୁ ନାହିଁ -କଂଗ୍ରେସ

ଫକୀର ମୋହନ ସ୍ୱୟଂଶାସିତ କଲେଜର ଜଣେ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ବିରୋଧରେ ଓଡ଼ିଶା ବନ୍ଦ ପାଳନ କରୁଥିବା ୮ଟି ରାଜନୈତିକ ଦଳର ନେତା ଏବଂ କର୍ମୀଙ୍କୁ ପୁଲିସ ଟେକି ନେଇ ଭ୍ୟାନ୍‌ରେ ବସାଇ ଅଟକ ରଖିଛି। ଓଡ଼ିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଲ୍ଲୁଙ୍କ ସମେତ ବିରୋଧୀ ନେତା…

ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ପାଇଁ ସତର୍କ ସୂଚନା ଜାରି

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ବିହାର ଏବଂ ପୂର୍ବ ଉତ୍ତର ପ୍ରଦେଶରେ ପହଞ୍ଚିବ। ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ, କଳାହାଣ୍ଡି, ସମ୍ବଲପୁର, ସୁବର୍ଣ୍ଣପୁର, କୋରାପୁଟ,…

ଟୁଇନ ସିଟିରେ କଂଗ୍ରେସ ବନ୍ଦ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ – ପୋଲିସ କମିଶନର

ଓଡ଼ିଶା ବନ୍ଦ ନେଇ ପୋଲିସ କମିଶନରଙ୍କ ସୂଚନା । ଟୁଇନ ସିଟିରେ କଂଗ୍ରେସ ବନ୍ଦ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ହୋଇଛି । କୌଣସି ସ୍ଥାନରେ ଅଘଟଣ ଘଟିନାହିଁ ଅଥବା ଅଘଟଣର ଖବର ଆସିନି । ଗଣତାନ୍ତ୍ରିକ ପଦ୍ଧତ୍ତିରେ ସେମାନେ ଧାରଣା ଓ ପିକେଟିଂ କରିଛନ୍ତି । ତେବେ ରାସ୍ତା ବନ୍ଦ ଯୋଗୁଁ କିଛି ଲୋକ…

ଆଜି ଏହି ରାଶି ହେବେ ମାଲାମାଲ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରର ଗତି ଅନୁଯାୟୀ ପ୍ରତ୍ୟେକ ଦିନ ଆପଣଙ୍କ ପାଇଁ କିଛି ସ୍ୱତନ୍ତ୍ର ନେଇ ଆସିଥାଏ । ୧୬ ଜୁଲାଇ ଦିନ ଶନି ଏବଂ ଚନ୍ଦ୍ର ମୀନ ରାଶିରେ ଏକାଠି ରହିବେ । ଏହାସହିତ ଯେତେବେଳେ ସୂର୍ଯ୍ୟ ସନ୍ଧ୍ୟାରେ ଗୋଚର କରି କର୍କଟ ରାଶିରେ ବସିବେ । ଶୁକ୍ର ବୃଷ…

ରାଜ୍ୟ କ୍ୟାବିନେଟରେ ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ରାଜ୍ୟ ସରକାର

ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ ନିର୍ମାଣ, ଗଣଶିକ୍ଷା ଆଦି…

ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସ -୨୦୨୮,ଜୁଲାଇ ୧୨ରୁ ୨୯ ପର୍ଯ୍ୟନ୍ତ କ୍ରିକେଟ

ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସ -୨୦୨୮ ଜୁଲାଇ ୧୪ରୁ ୩୦ ପର୍ଯ୍ୟନ୍ତ ଖେଳାଯିବ। ଦୀର୍ଘ ୧୨୮ ବର୍ଷ ପରେ ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସରେ କ୍ରିକେଟରେ ଏକ ଐତିହାସିକ ପୁନରାଗମନ କରିବାକୁ ଯାଉଛି। ଜୁଲାଇ ୧୨ରୁ ୨୯ ପର୍ଯ୍ୟନ୍ତ କ୍ରିକେଟ ଇଭେଣ୍ଟ ପୋମେନା ସହରର ଫେୟାରଗ୍ରାଣ୍ଡ୍‌ସ ଷ୍ଟାଡ଼ିୟମରେ…

ସ୍କୁଲକୁ ବୋ‌ମା ଧମକ

ବୁଧବାର ସକାଳୁ ସକାଳୁ ଦିଲ୍ଲୀରେ ହଇଚଇ ସୃଷ୍ଟି ହୋଇଥିଲା। ରାଜଧାନୀର ୫ଟି ଜଣାଶୁଣା ସ୍କୁଲକୁ ବୋ‌ମା ଧମକ ମିଳିବା ପରେ ଅଭିଭାବକମାନେ ଚିନ୍ତିତ ହୋଇପଡ଼ିଥିଲେ। ଇମଲେ୍ ଜରିଆରେ ଧମକ ମିଳିବା ପରେ ପୁଲିସ ଛାନ୍‌ଭିନ୍ କରିବାକୁ ସ୍କୁଲରେ ପହଞ୍ଚିଥିଲେ ବି କିଛି ମିଳିନଥିଲା। ଧମକପୂର୍ଣ୍ଣ…