କାନାଡା ଉପରେ ପଡ଼ିଲା ଟ୍ରମ୍ପଙ୍କ ଟାରିଫ୍ ଛାଟ
କାନାଡା ଉପରେ ପଡ଼ିଲା ଟ୍ରମ୍ପଙ୍କ ଟାରିଫ୍ ଛାଟ। ଶୁକ୍ରବାର ଦିନ ଏକ ବଡ଼ ନିଷ୍ପତ୍ତି ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କାନାଡାରୁ ଆସୁଥିବା ଉତ୍ପାଦ ଉପରେ ୩୫% ର ଭାରୀ ଶୁଳ୍କ (ଆମଦାନୀ ଶୁଳ୍କ) ଲାଗୁ କରିବାକୁ ଘୋଷଣା କରିଛନ୍ତି। ଏହି ଶୁଳ୍କ ୧ ଅଗଷ୍ଟ, ୨୦୨୫ରୁ କାର୍ଯ୍ୟକାରୀ ହେବ…