Browsing Tag

#metro tv

ଡବଲ ଇଞ୍ଜିନ ସରକାରରେ ଓଡ଼ିଶା ଆଗକୁ ବଢୁଛି

ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ । ଝାରସୁଗୁଡ଼ା ଯୁବ ସମାବେଶରେ ହେଲେ ସାମିଲ । ଓଡ଼ିଶାବାସୀଙ୍କୁ ଝାରସୁଗୁଡ଼ାରୁ ଦେଲେ ଅଭିଭାଷଣ । ଜୟ ଜଗନ୍ନାଥ, ମାଆ ସମଲେଇ କହି ମଞ୍ଚରେ ମୋଦୀ ଅଭିଭାଷଣ ଆରମ୍ଭ କଲେ । ସ୍ଥାନୀୟ ଲୋକଙ୍କୁ ଜୁହାର ଜଣାଇଲେ । କର୍ମଠ ମୁଖ୍ୟମନ୍ତ୍ରୀ କହି ମୋହନ ମାଝୀଙ୍କୁ…

ପୁଣି ଲଘୁଚାପ ସମ୍ଭାବନା

ପୁଣି ଲଘୁଚାପ ସମ୍ଭାବନା ।  ୩୦ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ନୂତନ ଘୂର୍ଣ୍ଣିବଳୟ ପ୍ରବେଶ ନେଇ ସୂଚନା । ଏହାର ପ୍ରଭାବରେ ଉତ୍ତର ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୧ ଅକ୍ଟୋବର  ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l  …

ନବରାତ୍ରିର ଷଷ୍ଠ ଦିନ, ମା’ କାତ୍ୟାୟନୀଙ୍କ କରାଯାଏ ଉପାସନା

ନବରାତ୍ରିର ଷଷ୍ଠ ଦିନରେ ମା’ କାତ୍ୟାୟନୀଙ୍କୁ ପୂଜା କରାଯାଏ । ତାଙ୍କର ପୂଜା ଓ ଆରାଧନା ଦ୍ୱାରା ଭକ୍ତମାନେ ଅର୍ଥ, ଧର୍ମ, କାମ ଓ ମୋକ୍ଷ ଏହି ଚାରୋଟି ଫଳ ଅତି ସହଜରେ ପ୍ରାପ୍ତ କରିଥା’ନ୍ତି । ମା’ଙ୍କ ଆରାଧନା କଲେ ରୋଗ ,ଶୋକ, ସନ୍ତାପ ଓ ଭୟ ନଷ୍ଟ ହୋଇଯାଏ । ଜନ୍ମ ଜନ୍ମାନ୍ତରର ସମସ୍ତ ପାପ…

ଝାରସୁଗୁଡ଼ାରେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଝାରସୁଗୁଡାର ଅମଲୀପାଲିସ୍ଥିତ ପଡ଼ିଆରେ ଯୁବ ସମାବେଶରେ ପହଞ୍ଚି ବିଭିନ୍ନ ଜିଲ୍ଲାରୁ ଆସିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବୋଧିତ କରିବେ। ପ୍ରଧାନମନ୍ତ୍ରୀ ଝାରସୁଗୁଡ଼ା ବିବାନ ବନ୍ଦରରେ ଓହ୍ଲାଇଛନ୍ତି। ପୂର୍ବାହ୍ନ ୧୦ଟା ୫୦ ମିନିଟରେ ପ୍ରଧାନମନ୍ତ୍ରୀ…

ଆଜି ଝାରସୁଗୁଡ଼ା ଆସୁଛନ୍ତି ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଝାରସୁଗୁଡ଼ା ଗସ୍ତରେ ଆସୁଛନ୍ତି। ସେବାପକ୍ଷ ଅବସରରେ ଆୟୋଜିତ ହେ‌ଉଥିବା ଏହି ପର୍ବରେ ଯୁବ ସମାବେଶକୁ ସମ୍ବୋଧିତ କରିବେ ମୋଦୀ। ଏଥିସହିତ ଓଡ଼ିଶା ସମେତ ସମଗ୍ର ଦେଶବାସୀଙ୍କ ପାଇଁ ବିଭିନ୍ନ ପ୍ରକଳ୍ପ ଭେଟି ଦେବାର କାର୍ଯ୍ୟକ୍ରମ ରହିଛି।…

ଆଜିର ରାଶିଫଳ

ମେଷ: ନୂଆ ଯୋଜନା ବନାଇବାରେ ସଫଳ ହେବେ। ମିଡ଼ିଆ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଲାଭକାରୀ ହେବ। ଶତ୍ରୁପକ୍ଷ ଆପଣଙ୍କ ଠାରୁ ଦୂରତ୍ବ ବନାଇ ରହିବେ। ଛାତ୍ରଛାତ୍ରୀ ଲେଖାପଢ଼ାରେ ବ୍ୟସ୍ତ ରହିବେ। ବୃଷ: ପ୍ରଭୁଙ୍କ ଆରାଧନାରେ ମନ ଲଗାଇବେ। ଅଫିସରେ ସବୁ ଲୋକ ଆପଣଙ୍କ…

ଗିରଫ ହେଲେ ଲଦାଖର ସାମାଜିକ ଏବଂ ପରିବେଶ କର୍ମୀ ସୋନମ ୱାଙ୍ଗଚୁକ

ଲଦାଖର ସାମାଜିକ ଏବଂ ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଲଦାଖରେ ସମ୍ପ୍ରତି ଘଟିଥିବା ହିଂସା ପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି, ଯାହା ଫଳରେ ଚାରି ଜଣଙ୍କର ମୃତ୍ୟୁ ଏବଂ ୮୦ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। କେନ୍ଦ୍ର ସରକାର ହିଂସା ପାଇଁ…

ପ୍ରଥମ ଥର ପାଇଁ ଏସିଆ କପର ଫାଇନାଲରେ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହେବେ

୧୯୮୪ ମସିହାରେ ପ୍ରଥମ ଥର ପାଇଁ ଏସିଆ କପ୍ ଖେଳାଯାଇଥିଲା। ଏହା ପରେ ଏପର୍ଯ୍ୟନ୍ତ ଏସିଆ କପର ୧୭ଟି ସିଜିନ୍ ଅନୁଷ୍ଠିତ ହୋଇସାରିଛି। ୧୯୮୪ ରୁ ୨୦୨୫ ମଧ୍ୟରେ ୪୧ ବର୍ଷର ବ୍ୟବଧାନ ରହିଛି। କିନ୍ତୁ ଏହା ପ୍ରଥମ ଥର ହେବ ଯେତେବେଳେ ଭାରତ ଏବଂ ପାକିସ୍ତାନ ଏହି ମର୍ଯ୍ୟାଦାଜନକ ଟୁର୍ଣ୍ଣାମେଣ୍ଟର…

ଆଜି ନବରାତ୍ରିର ପଞ୍ଚମ ଦିନ, ସ୍କନ୍ଦମାତା ରୂପରେ ପୂଜା ପାଉଛନ୍ତି ମା ଦୁର୍ଗା

ଆଜି ନବରାତ୍ରିର ପଞ୍ଚମ ଦିନ। ଆଜିର ଦିନରେ ମା’ ସ୍କନ୍ଦମାତାଙ୍କୁ ପୂଜା କରାଯାଇଥାଏ । ଭଗବାନ ଶିବ ଏବଂ ମାତା ପାର୍ବତୀଙ୍କ ପୁତ୍ର ଭଗବାନ କାର୍ତ୍ତିକେୟଙ୍କ ଅନ୍ୟନାମ ସ୍କନ୍ଦ । ପୌରାଣିକ ମାନ୍ୟତା ଅନୁଯାୟୀ ତାରକାସୁରର ନାଁ ରାକ୍ଷସ ଥିଲା । ଯାହାର ମୃତ୍ୟୁ କେବଳ ଭଗବାନ ଶଙ୍କରଙ୍କ ପୁତ୍ରଙ୍କ…

ମୋଦି ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଫୋନ କରି ୟୁକ୍ରେନ ନୀତି ବିଷୟରେ ସ୍ପଷ୍ଟୀକରଣ ମାଗିଛନ୍ତି

ନାଟୋ ମହାସଚିବ ମାର୍କ ରୁଟେ ଦାବି କରିଛନ୍ତି ଯେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଲଗାଇଥିବା ଟାରିଫ୍‌ ରୁଷିଆ ଉପରେ ପରୋକ୍ଷ ପ୍ରଭାବ ପକାଉଛି। ରୁଟେ କହିଛନ୍ତି, ଏହି ଟାରିଫ୍‌ ଯୋଗୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ…