ବିଏମ୍ସି ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣା ରେ ମୁଖ୍ୟ ଷଡ୍ଯନ୍ତ୍ରକାରୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ…
ବିଏମ୍ସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣା ବ୍ରିଟିସ୍ ଅତ୍ୟାଚାରଠାରୁ ବଳିଯାଇଛି। ମୁଖ୍ୟ ଷଡ୍ଯନ୍ତ୍ରକାରୀ ଓ ଆକ୍ରମଣକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ବିଜେଡି ପକ୍ଷରୁ ଦାବି କରାଯାଇଛି।…