୮ ତାରିଖରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା ପାଇଁ ଫର୍ମ ପୂରଣ
ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରି (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ପରୀକ୍ଷା ପାଇଁ ଫର୍ମ ପୂରଣ ଆସନ୍ତା ୮ ତାରିଖରୁ ଆରମ୍ଭ ହେବ। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅନ୍ଲାଇନ ଜରିଆରେ ବୋର୍ଡ…