ଜାଣନ୍ତୁ ରାତିରେ କଦଳୀ ଖାଇବା କାହିଁକି ମନା
କଦଳୀ ଏକ ସ୍ବାସ୍ଥୋପଯୋଗୀ ଫଳ। ଏଥିରେ ୨୫ ପ୍ରତିଶତ ସୁଗାର ରହିଥାଏ, ଯାହା ଶରୀରର ଆବଶ୍ୟକତାକୁ ପୂରଣ କରିବାରେ ସାହାଯ୍ୟ କରିଥାଏ। ଦିନ ତମାମ ପରିଶ୍ରମ ପରେ ଶରୀରକୁ ଆବଶ୍ୟକ ଶକ୍ତି କଦଳୀରୁ ମିଳିଥାଏ। ଏଥିରେ ଆଇରନ ମାତ୍ରା ଭରପୂର ରହିଥାଏ। ଏହା ଶରୀରରେ ହିମୋଗ୍ଲୋବିନ୍ ମାତ୍ରାକୁ ବଢ଼ାଇଥାଏ।…