ରାଜ୍ୟରେ ନୂଆ ଜିଲା ଗଠନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସରକାର ଆନୁଷ୍ଠାନିକ ଭାବେ ପ୍ରସ୍ତାବ ଆହ୍ୱାନ କରିଛନ୍ତି
ଓଡ଼ିଶାରେ ନୂତନ ଜିଲା ଗଠନ ନେଇ ଚାଲିଥିବା ଦୀର୍ଘ ଦିନର ଅପେକ୍ଷା ଶେଷ ହେବାକୁ ଯାଉଛି। ୨୦୨୬-୨୭ ଆର୍ଥିକ ବର୍ଷରେ ରାଜ୍ୟରେ ନୂଆ ଜିଲା ଗଠନ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ସରକାର ଆନୁଷ୍ଠାନିକ ଭାବେ ପ୍ରସ୍ତାବ ଆହ୍ୱାନ କରିଛନ୍ତି।
ଗୁରୁବାର ଓଡ଼ିଶା ବିଧାନସଭାରେ ରାଜସ୍ୱ ଓ ବିପର୍ଯ୍ୟୟ…