Browsing Tag

#metro tv

ଆଜିଠାରୁ ଓମଫେଡ୍ କ୍ଷୀର ଲିଟର ପ୍ରତି 2 ଟଙ୍କା ବୃଦ୍ଧି ପାଇଛି

ଓମ୍‌ଫେଡ୍‌ କ୍ଷୀର ଦର ବଢ଼ାଯାଇଛି। ଖାଉଟିମାନେ ଲିଟର ପିଛା ୫୨ ଟଙ୍କା ଦେଉଥିଲା ବେଳେ ଏବେ ୫୪ ଟଙ୍କା ଦେବେ। ଆଜିଠାରୁ ଓମଫେଡ୍ କ୍ଷୀର ଲିଟର ପ୍ରତି ଦାମ୍ ବୃଦ୍ଧି ପାଇଛି ଓ ବଜାରକୁ ଆସିଛି ଓମଫେଡର ନୂଆ ଦର | ପ୍ରିମିୟମ୍ ଓ ଟୋନ୍ଡ କ୍ଷୀର ଲିଟର ୨ ଟଙ୍କା ବୃଦ୍ଧି ପାଇଥିବାବେଳେ ଗୋଲ୍ଡ କ୍ଷୀର…

୨୬ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ରାଜ୍ୟରେ ରଜଠାରୁ କୋହଲା ପାଗ ଲାଗି ରହିଥିବା ବେଳେ ୧୭ ତାରିଖଠାରୁ ଲଘୁଚାପ ଓ ମୌସୁମୀଜନିତ ବର୍ଷା ଜାରି ରହିଛି। ଫଳରେ ଜୁନ୍‌ ୧ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି। ରାଜ୍ୟରେ ଏହି ସମୟ ଅବଧି ମଧ୍ୟରେ ୧୨୦.୩ ମିମି ବର୍ଷା ହୋଇଯାଇଥିବା ବେଳେ ଏହା…

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ଯୋଗମୟ ହୋଇଛି ସାରା ଜଗତ । ଏକାଦଶ ଅନ୍ତର୍ଜାତୀୟ ଯୋଗ ଦିବସରେ ପ୍ରତିବର୍ଷ ଭଳି ଏଥର ମଧ୍ୟ ଜୁନ୍‍ ୨୧ରେ ସାରା ବିଶ୍ୱରେ ଏହାକୁ ପାଳନ କରାଯାଉଛି । ଏବର୍ଷର ଥିମ୍‍ ରହିଛି ‘ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ । ବିଶାଖାପାଟଣା ବେଳାଭୂମିରେ…

ଆଜିର ରାଶିଫଳ

ମେଷ: ପ୍ରତିଶୋଧ ପରାୟଣ ମନୋବୃତ୍ତିର ହୋଇପାରନ୍ତି। ସୁରକ୍ଷା ଉପରେ ବିଶେଷ ଦୃଷ୍ଟି ଦେବାକୁ ପଡ଼ିବ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। କିଛିଟା ଅର୍ଥ ମିଳିବ। ବୃଷ: ଜଣେ ସମାଜସେବୀଭାବେ ସମ୍ମାନିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ଜନସାଧାରଣଙ୍କ ସେବାରେ ବ୍ରତୀ…

ତିନି ବର୍ଷ ପରେ ପୁଣି ପରଦାକୁ ଫେରିଲେ  ଅଭିନେତା ଅମୀର ଖାନ , ଆଜି ରିଲିଜ ହେବ ସୀତାରେ ଜମିନ୍ ପର

 ଦୀର୍ଘ ଦିନର ବ୍ୟବଧାନ ପରେ ପରଦାରେ ଧମାଲ ମଚାଇବେ ମିଷ୍ଟର୍‌ ପର୍‌ଫେକ୍ସନିଷ୍ଟ୍‌।  ପ୍ରାୟ ତିନି ବର୍ଷ ପରେ ପୁଣି ପରଦାକୁ ଫେରିଲେ  ଅଭିନେତା ଅମୀର ଖାନ ।  ପୂର୍ବରୁ ୨୦୨୨ ରେ ତାଙ୍କ ଫିଲ୍ମ 'ଲାଲ ସିଂହ ଚଡ୍ଡା' ରିଲିଜ୍ ହୋଇଥିଲା ଯାହା ଫ୍ଲପ୍ ହୋଇଥିଲା । ବର୍ତ୍ତମାନ ସେ 'ସୀତାରେ ଜମିନ…

ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର

ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ…

ଭାରତୀୟ ସଭ୍ୟତାକୁ ଓଡ଼ିଶା ସମୃଦ୍ଧ କରିଛି- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭାରତୀୟ ସଭ୍ୟତାକୁ ଓଡ଼ିଶା ସମୃଦ୍ଧ କରିଛି। ଆଜି ବିକାଶର ଆଧାର ହୋଇପାରିଛି। ଭାରତର ବିକାଶରେ ଓଡ଼ିଶାର ଭୂମିକା ଅତୁଳନୀୟ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଏହା କହିଛନ୍ତି। କେନ୍ଦ୍ର ସରକାରଙ୍କ ୧୧ ବର୍ଷ ଓ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଜନତା ମଇଦାନରେ ଆୟୋଜିତ…

ବୌଦ୍ଧ ରୁ ଗଡ଼ିଲା ରେଳଗାଡ଼ି

ଭାରତୀୟ ରେଳ ଇତିହାସରେ ବୌଦ୍ଧର ନାମ ଯୋଡ଼ି ହୋଇଛି। ବହୁ ପ୍ରତୀକ୍ଷିତ ଆଶା ପୂରା ହୋଇଛି। ଦେଶର ରେଳ ମାନଚିତ୍ରରେ ବୌଦ୍ଧ ଜିଲ୍ଲା ଯୋଡ଼ି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଓଡ଼ିଶା ଗସ୍ତ ଅବସରରେ ବୌଦ୍ଧରୁ ରେଳ ଚଳାଚଳର ଶୁଭାରମ୍ଭ କରିଛନ୍ତି। ସୋନ୍ପୁରରୁ ପୁରୁଣାକଟକ…

ଭୁବନେଶ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ,ରୋଡ଼ ସୋ ଦେଖିବାକୁ ମସର୍ଥକଙ୍କ ଭିଡ଼

ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚି ଥିଲେ। ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ…

ଆଜି ଠାରୁ ଭାରତ ଇଂଲଣ୍ଡ ପ୍ରଥମ ଟେଷ୍ଟ

ଶୁକ୍ରବାରଠାରୁ ଭାରତୀୟ କ୍ରିକେଟ୍ ଦଳ ୨୦୨୫-୨୭ ବିଶ୍ବ ଟେଷ୍ଟ ଚମ୍ପିଆନ୍‌ସିପରେ ତା’ର ପ୍ରଥମ ଶୃଙ୍ଖଳା ଖେଳିବ। ଘରୋଇ ଇଂଲଣ୍ଡ ବିପକ୍ଷରେ ଭାରତ ୫ ମ୍ୟାଚ୍‌ର ଟେଷ୍ଟ ଶୃଙ୍ଖଳା ଖେଳିବାକୁ ଯାଉଛି। ପ୍ରଥମ ମ୍ୟାଚ୍‌ ଶୁକ୍ରବାରଠାରୁ ଲିଡ୍‌ସର ହେଡିଂଲିରେ ଖେଳାଯିବ। ଇଂଲଣ୍ଡରେ ଭାରତର ଟେଷ୍ଟ…