ଆଇପିଏଲ୍ ୨୦୨୬ର ୪୩ତମ ମ୍ୟାଚ୍ : ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମୁହାଁମୁହିଁ
ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ୍) ୨୦୨୬ର ୪୩ତମ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମୁହାଁମୁହିଁ ହୋଇଛନ୍ତି। ଜୟପୁରସ୍ଥିତ ସୱାଇ ମାନସିଂହ ଷ୍ଟାଡିୟମରେ ଟସ୍ ଜିଣି ରାଜସ୍ଥାନ ରୟାଲ୍ସ ଟସ୍ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଅକ୍ଷର ପଟେଲଙ୍କ ନେତୃତ୍ବରେ…