୨୧ ହଜାର ୦୩୦ଟି ଅଙ୍ଗନଓ୍ବାଡି କେନ୍ଦ୍ର ଚାଲିଛି ଭଡ଼ା ଘରେ
ରାଜ୍ୟରେ ମୋଟ୍ ୭୪ ହଜାର ୨୨୪ଟି ଅଙ୍ଗନଓ୍ବାଡି କେନ୍ଦ୍ର କାର୍ଯ୍ୟରତ। ସେଥିମଧ୍ୟରୁ ୫୩ ହଜାର ୧୯୪ଟି କେନ୍ଦ୍ରର ନିଜସ୍ବ ଗୃହ ଅଛି। ୨୧ ହଜାର ୦୩୦ଟି ଅଙ୍ଗନଓ୍ବାଡି କେନ୍ଦ୍ର ବର୍ତ୍ତମାନ ଭଡ଼ାଘରେ ଚାଲିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ଭଡ଼ାଗୃହରେ ଚାଲୁଥିବା ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକର ଭଡ଼ା…