ଚନ୍ଦନ ଯାତ୍ରାର ନବମ ଦିବସରେ ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ଚାପ ଖେଳିଲେନି ଠାକୁର
ବିଭ୍ରାଟ ନା ମନମାନି । ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ଚାପ ଖେଳିଲେନି ଠାକୁର। ଚନ୍ଦନ ଯାତ୍ରାର ନବମ ଦିବସରେ ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳି ପାରିଲେନି ଠାକୁର। ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ଘଟିଛି ଏଭଳି ଘଟଣା।
ଚାପ ନଖେଳି ଦୀର୍ଘ ସମୟ ଧରି ଚାପ ଡଙ୍ଗାରେ ବସି ରହିଲେ…