ଆଜିର ରାଶିଫଳ
ମେଷ: ସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ସ୍ବକର୍ମ ପାଇଁ ଉପୁଜିଥିବା ଅହଂଭାବକୁ ବିସର୍ଜନ ଦେବାକୁ ପଡ଼ିବ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ବୃଷ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ।…