ଆଜିଠୁ କାଳବୈଶାଖୀ, ତାତିରୁ ମିଳିବ ଆଶ୍ୱସ୍ତି,୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଆଜିଠୁ କାଳବୈଶାଖୀ, ତାତିରୁ ମିଳିବ ଆଶ୍ୱସ୍ତି । ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଓଡ଼ିଶା ଆକାଶରେ ଏକ ‘ଟ୍ରପ୍ ଲାଇନ୍’ ସକ୍ରିୟ ଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୮ ଏପ୍ରିଲ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ଅଧିକ ରହିବ…