Browsing Tag

#metro tv

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ…

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ । ତଦନ୍ତ ପରେ NHRC ଟିମ୍ ସଦସ୍ୟ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି । ଦୁଇଟି ଦିଗ ପ୍ରତି NHRC ଟିମ୍ ତଦନ୍ତ କରୁଥିଲେ । ଗୋଟିଏ ସୌମ୍ୟ…

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ ହୋଇଛି । ବୈଠକ ସରିବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ରାଜେନ୍ଦ୍ରାଭିଷେକ ଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଛତିଶା ନିଯୋଗ ଏବଂ ନୀତି ସବ୍ କମିଟି ବୈଠକରେ ଚୂଡ଼ାନ୍ତ…

ଅକ୍ଟୋବରରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡ ଗସ୍ତ କରିବ,ଦୁଇଟି ଟେଷ୍ଟ, ୫ଟି ଦିନିକିଆ ଏବଂ ୫ଟି ଟି-୨୦ ମ୍ୟାଚ ଖେଳିବ

ଚଳିତବର୍ଷ ଅକ୍ଟୋବରରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡ ଗସ୍ତ କରିବ । ଏହି ଟୁରରେ ଟିମ୍ ଇଣ୍ଡିଆ ୩ଟି ଫର୍ମାଟରେ ସିରିଜ ଖେଳିବ । ଦୁଇଟି ଟେଷ୍ଟ, ୫ଟି ଦିନିକିଆ ଏବଂ ୫ଟି ଟି-୨୦ ମ୍ୟାଚ ଖେଳିବ । ଟିମ୍ ଇଣ୍ଡିଆ ଏହି ଟୁରରେ ମୋଟ ୧୨ଟି ମ୍ୟାଚ୍ ଖେଳିବ । ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ଏହି…

ମୁଣ୍ଡ ଓ ମୁହଁକୁ ଥଣ୍ଡା ରଖେ ଚନ୍ଦନ ତେଲ

ବର୍ତ୍ତମାନ ଖରା ଗରମ ବଢିବାରେ ଲାଗିଛି । ତେଣୁ ଖରା ଗରମ ମୁଣ୍ଡରେ ସିଧାସଳଖ ମାଡ଼ ହୋଇ ପ୍ରଭାବ ପକାଇଥାଏ । ଏପରି ସ୍ଥିତିରେ ଥଣ୍ଡା ଖାଦ୍ୟ ଖାଇବାକୁ ଇଚ୍ଛା ହେବା ସହିତ ମୁଣ୍ଡ ଓ ମୁହଁକୁ ମଧ୍ୟ ଥଣ୍ଡା ରଖିବାକୁ ମନ ହୋଇଥାଏ । ସେଥିପାଇଁ ଆମେ ଅଧିକାଂଶ ସମୟରେ ଟ୍ୟାନ୍ ଦୂର କରିବାକୁ ବିଭିନ୍ନ…

ଦେଶରେ ଖୁବଶୀଘ୍ର ଚାଲିବ ପଲିମର ନୋଟ୍,ପାଇଲଟ୍ ପ୍ରୋଜେକ୍ଟ ପାଇଁ ପ୍ରସ୍ତୁତି ଆରମ୍ଭ

ଦେଶରେ ଖୁବଶୀଘ୍ର ଚାଲିବ ପଲିମର ନୋଟ୍ । ପାଇଲଟ୍ ପ୍ରୋଜେକ୍ଟ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ନୋଟ୍ ଛପା ଖର୍ଚ୍ଚ କମାଇବାକୁ ଆରବିଆଇର ବଡ଼ ପ୍ଲାନ୍ । ପ୍ରଥମେ ଆସିବ ୧୦ ଓ ୨୦ ଟଙ୍କିଆ ନୋଟ୍ । ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ RBI ଦେଶରେ ପଲିମର ନୋଟ୍ ପ୍ରଚଳନ ପାଇଁ ଏକ ଦଶନ୍ଧି ପୁରୁଣା…

ଖରା ନକମିଲେ ବଢ଼ିପାରେ ଖରାଛୁଟି ,ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ବଢ଼ିପାରେ ଖରାଛୁଟି । ଖରା ନକମିଲେ ବଢ଼ିପାରେ ଖରାଛୁଟି । ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ପିଲାଙ୍କ ସୁରକ୍ଷା ଶିକ୍ଷା ବିଭାଗର ପ୍ରାଥମିକତା ବୋଲି କହିଛନ୍ତି ମନ୍ତ୍ରୀ । ସେହି ସମୟରେ ପରିସ୍ଥିତିକୁ ଦେଖି ନିଷ୍ପତ୍ତି ନିଆଯିବ କହିଛନ୍ତି ମନ୍ତ୍ରୀ । ପୂର୍ବରୁ ୧୬ ତାରିଖ…

ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ

ବଢିଲା ଖାନ୍ ସାରଙ୍କ ଅଢୁଆ । ଖାନ ସାରଙ୍କ ବିରୋଧରେ କଦମକୁଆନ ପୋଲିସ ଷ୍ଟେସନରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ କରାଯାଇଛି । ଦୁଇଦିନ ପୂର୍ବେ ପାଟନାରେ କୋଚିଂ ସେଣ୍ଟର ବାହାରେ ହୋଇଥିବା ପଥରମାଡ଼, ଗୁଳିକାଣ୍ଡ ଘଟଣା ପରେ ଏଭଳି କାର୍ଯ୍ୟାନୁଷ୍ଠାନ…

ବିଶ୍ୱ ପରିବେଶ ଦିବସ ଅବସରରେ ଭୁବନେଶ୍ୱରରେ ଅଭିନେତ୍ରୀ ତଥା ବିଜେପି ସାଂସଦ କଙ୍ଗନା ରଣାୱତ

ବିଶ୍ୱ ପରିବେଶ ଦିବସ ଅବସରରେ ଅଭିନେତ୍ରୀ ତଥା ବିଜେପି ସାଂସଦ କଙ୍ଗନା ରଣାୱତ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରଠାରେ ପ୍ରଧାନମନ୍ତ୍ରୀଙ୍କ ‘ଏକ ପେଡ୍ ମାଆ କେ ନାମ’ (Ek Ped Maa Ke Naam) ଅଭିଯାନ ଅଧୀନରେ ଏକ ଚାରା ରୋପଣ କରିଛନ୍ତି। ଏହି ଅଭିଯାନରେ ସାମିଲ ହୋଇ ସେ ବେଶ୍ ଖୁସି ପ୍ରକାଶ…

ରେପୋ ହାରକୁ ୫.୨୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ

ମଧ୍ୟପ୍ରାଚ୍ୟ ଯୁଦ୍ଧରୁ ସୃଷ୍ଟି ହୋଇଥିବା ଅନିଶ୍ଚିତତାକୁ ଦୃଷ୍ଟିରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ ଏହାର ଗୁରୁତ୍ବପୂର୍ଣ୍ଣ ସୁଧ ହାର ରେପୋ ହାରକୁ ୫.୨୫ ପ୍ରତିଶତରେ ଅପରିବର୍ତ୍ତିତ ରଖିବାକୁ ନିଷ୍ପତ୍ତି ନେଇଛି। ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ଛଅ ଜଣିଆ ମୁଦ୍ରାନୀତି…

ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ

ରାଜ୍ୟସଭା ଉପନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ। ସେ ବିଜେପି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି। ଏକାଧିକ ବିଧାୟକ ମଧ୍ୟ…