Browsing Tag

#metro tv

ପ୍ରକାଶ ପାଇଲା ନିଟ୍‍-ୟୁଜି ୨୦୨୫ ପରୀକ୍ଷା ଫଳ

ପ୍ରକାଶ ପାଇଲା ନିଟ୍‍-ୟୁଜି ୨୦୨୫ ପରୀକ୍ଷା ଫଳ । ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ରେଜଲ୍ଟ ପ୍ରକାଶ କରାଯାଇଛି । ରାଜସ୍ଥାନର ମହେଶ କୁମାର ସର୍ବଭାରତୀୟ ସ୍ତରରେ ଟପ୍ପର ହୋଇଛନ୍ତି । ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର ହୋଇଛନ୍ତି । ସର୍ବଭାରତୀୟ ରାଙ୍କରେ ୬୦ତମ ସ୍ଥାନରେ ରହିଛନ୍ତି…

ଜୁନ 20 ରେ ଆସିବେ ମୋଦୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରକୁ ଏକ ବର୍ଷ ପୂରିଛି। ଜୁନ୍‌ ୧୨ରୁ ୨୦ତାରିଖ ପର୍ଯ୍ୟନ୍ତ ବର୍ଷ ପୂର୍ତ୍ତି ପାଳନ ହେଉଛି। ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ଗସ୍ତ ସମୟରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ଼…

ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏ ଦେବ ଏୟାର ଇଣ୍ଡିଆ

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଲେଖାଏ ଦେବ ଏୟାର ଇଣ୍ଡିଆ କମ୍ପାନୀ। ଏ ନେଇ ଶନିବାର କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଟାଟା ଗ୍ରୁପ ଦ୍ଵାରା ଏହି କମ୍ପାନୀ ପରିଚାଳିତ ହେଉଥିବାବେଳେ ସିଙ୍ଗାପୁର ଏୟାରଲାଇନ୍ସ କମ୍ପାନୀର ୨୫ ପ୍ରତିଶତ ଅଂଶଧନ…

ବିଶ୍ଵ ଟେଷ୍ଟ ଚମ୍ପିଆନ ହୋଇଛି ଦକ୍ଷିଣ ଆଫ୍ରିକା

ବିଶ୍ଵ ଟେଷ୍ଟ ଚମ୍ପିଆନ ହୋଇଛି ଦକ୍ଷିଣ ଆଫ୍ରିକା। ବିଶ୍ଵ ଟେଷ୍ଟ ଚମ୍ପିଆନଶିପ(ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଷ୍ଟ୍ରେଲିଆକୁ ୫ ଉଇକେଟରେ ହରାଇ ଏହି ଆଇସିସି ଟ୍ରଫି ହାସଲ କରିଛି। ଦୀର୍ଘ ୨୭ ବର୍ଷ ପରେ ଦଳ ଡବ୍ଲ୍ୟୁଟିସି ଜିତି ଇତିହାସ ରଚିଛି। ଦଳର ଏହି ବିଜୟ ପଛରେ ଏଡେନ…

ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହେଲେ ଅଭିନେତ୍ରୀ ଦୀପିକା କକ୍କର

ହସ୍ପିଟାଲ୍‌ରୁ ଡିସ୍‌ଚାର୍ଜ ହୋଇଛନ୍ତି ଅଭିନେତ୍ରୀ ଦୀପିକା କକ୍କର। ଦୀପିକା ଏବେ ଦ୍ୱିତୀୟ ପର୍ଯ୍ୟାୟ ଯକୃତ କର୍କଟ ରୋଗରେ ଆକ୍ରାନ୍ତ ଥିବା ବେଳେ ତାଙ୍କର ସଫଳ ଅସ୍ତ୍ରୋପଚାର ହୋଇଛି। ସେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି ବୋଲି ସୂଚନା ଦେଇ ଏକ ଲମ୍ବା ପୋଷ୍ଟ ସେୟାର…

ସୁନା ଦାମ୍ ୧ ଲକ୍ଷ ଟଙ୍କାରୁ ଅଧିକ

ଇରାନ-ଇସ୍ରାଏଲ୍‌ ଉତ୍ତେଜନା ପ୍ରଭାବରେ ଭୁବନେଶ୍ବରରେ ସୁନା ଦାମ୍ ୧ ଲକ୍ଷ ଟଙ୍କାରୁ ଅଧିକ ହୋଇଛି। ୨୪ କ୍ୟାରେଟ୍‌ ସୁନାର ୧୦ ଗ୍ରାମ୍‌ ପିଛା ଦାମ୍ ଦିନକରେ ୨୧୨୦ ଟଙ୍କା ବୃଦ୍ଧି ପାଇ ୧,୦୧,୪୦୦ ଟଙ୍କା ହୋଇଛି। ସେହି ସମୟରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍‌ ପିଛା ଦାମ୍ ଶୁକ୍ରବାର ୧୯୫୦…

ଆଜି ପହିଲି ରଜ ,ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ

ଆଜି ପହିଲି ରଜ । ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ । ଝିଅ ମାନେ ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି ପିନ୍ଧି ପରମ୍ପରା ଅନୁଯାୟୀ ପାଳନ କରିବେ ପହିଲି ରଜ । ତିନି ଦିନ ଧରି ଗାଁ ଠୁ ସହର ସବୁଠି ଜମିଥାଏ ରଜର ଆସର  । ରଜର ପ୍ରଥମ ଦିନକୁ ପହିଲି ରଜ ଦ୍ୱିତୀୟ ଦିନକୁ ରଜ…

ଜୁନ 26 ରେ ମହାସଂଯୋଗ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଖୁବ୍‌ ଶୀଘ୍ର ମିଥୁନ ରାଶିରେ ଚର୍ତୁଗ୍ରହୀ ଯୋଗ ହେବାକୁ ଯାଉଛି । ୨୬ ଜୁନ୍‌ ୨୦୨୫ରେ ସୂର୍ଯ୍ୟ, ବୁଧ, ଗୁରୁ ଓ ଚନ୍ଦ୍ରମା ଏକାଠି ହୋଇ ଚର୍ତୁଗ୍ରହୀ ଯୋଗ ସୃଷ୍ଟି ହେବାକୁ ଯାଉଛି । ଏହାକୁ ଅତ୍ୟନ୍ତ ଶୁଭ ସଂଯୋଗ ବୋଲି କୁହାଯାଏ । ଜାଣନ୍ତୁ ଏହି ଯୋଗ ଫଳରେ କେଉଁ…

ବିମାନ ଦୁର୍ଘଟଣାରେ ଏକମାତ୍ର ଯାତ୍ରୀ ଭାବେ ବର୍ତ୍ତିଯାଇଛନ୍ତି ବିଶ୍ବାସ କୁମାର ରମେଶଙ୍କୁ ଭେଟିଲେ ମୋଦୀ

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଏକମାତ୍ର ଯାତ୍ରୀ ଭାବେ ବର୍ତ୍ତିଯାଇଛନ୍ତି ବିଶ୍ବାସ କୁମାର ରମେଶ । ଏତେ ଭୟଙ୍କର ଦୁର୍ଘଟଣା, ଯେଉଁଥିରେ ଜଣେ ବି ବଞ୍ଚିନାହାନ୍ତି । ସେଠାରେ ରମେଶଙ୍କ ବଞ୍ଚିଯିବା କୌଣସି ଚମତ୍କାରଠୁ କମ୍ ନୁହେଁ । ବିମାନରୁ ଡେଇଁବାରୁ ବଞ୍ଚିଯାଇଛି ଏକମାତ୍ର ଜୀବନ । ରମେଶ…

ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି, ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି

ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି। ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ଅନୁସାରେ ଦୈନିକ ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ବୃଦ୍ଧି ହୋଇଛି। ଡ୍ୟୁଟି କଲ୍‌-ଅପ୍‌ ଭତ୍ତା ୬୧୨ରୁ…