Browsing Tag

#metro tv

ମସ୍ତିଷ୍କର କାର୍ଯ୍ୟଦକ୍ଷତା ଉପରେ କୁପ୍ରଭାବ ପକାଇଥାଏ ମେଦବହୁଳତା

ବିଶ୍ବର ବିଭିନ୍ନ ଦେଶରେ ମେଦବହୁଳ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମେଦବହୁଳତା ଯୋଗୁଁ ନାନାପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଉତ୍ପନ୍ନ ହେଉଛି। ହୃଦଯନ୍ତ୍ର, ବୃକ୍‌କ, ଯକୃତ ସହ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ ଅଙ୍ଗ ଉପରେ ଏହା ନକାରାତ୍ମକ ପ୍ରଭାବ ପକାଉଛି। ଅନ୍ୟପକ୍ଷରେ ମେଦବହୁଳତା…

ପରଲୋକରେ ବଲିଉଡ୍ ଅଭିନେତ୍ରୀ କରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ସଞ୍ଜୟ କପୁର

ପରଲୋକରେ ବଲିଉଡ୍ ଅଭିନେତ୍ରୀ କରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ସଞ୍ଜୟ କପୁର। ବ୍ରିଟେନରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ହୃଦଘାତ ପାଇଁ ୫୩ ବର୍ଷୀୟ ଏହି ବ୍ୟବସାୟୀଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ବ୍ରିଟେନରେ ପୋଲୋ ଖେଳୁଥିବା ସମୟରେ ତାଙ୍କର ହୃଦଘାତ ହୋଇଥିଲା ବୋଲି…

ଦୁଇଦିନ ମଧ୍ୟରେ ସୁନା ଦରରେ ୧୫୫୦ ଟଙ୍କାର ବୃଦ୍ଧି

ଦୁଇଦିନ ମଧ୍ୟରେ ସୁନା ଦରରେ ୧୫୫୦ ଟଙ୍କାର ବୃଦ୍ଧି ଘଟିଛି। ଗତକାଲି ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ ପିଛା ଦାମ୍ ୭୫୦ ଟଙ୍କା ବଢ଼ିଥିଲା। ଗୁରୁବାର ଦର ଆଉ ୮୦୦ ଟଙ୍କା ବଢ଼ିବାରୁ ଏହାର ଦାମ୍ ୯୧ ହଜାର ଟଙ୍କାକୁ ବୃଦ୍ଧି ପାଇଛି। ୨୪ କ୍ୟାରେଟ୍ ସୁନାର ଦାମ୍ ବୁଧବାର ୮୨୦ ଟଙ୍କା ଓ ଗୁରୁବାର ୮୮୦…

ଆସନ୍ତା ୪୮ ଘଣ୍ଟାରେ ପୁଣି ଥରେ ଓଡ଼ିଶା ଛୁଇଁବ ମୌସୁମୀ

ଓଡ଼ିଶାରେ ମେଘୁଆ ପାଗ ସହ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ଆସନ୍ତା ୪୮ ଘଣ୍ଟାରେ ମୌସୁମୀ ପୁଣି ଥରେ ଓଡ଼ିଶା ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୪୮ ଘଣ୍ଟାରେ ଓଡ଼ିଶା ସମେତ କେନ୍ଦ୍ରୀୟ ଭାରତ ଓ ସଂଲଗ୍ନ ପୂର୍ବ ଭାରତର ଅନେକ…

ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ସହିତ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଗୁଜରାଟର ଅହମ୍ମଦାବାଦ ଯାଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିମାନ ଦୁର୍ଘଟଣାର ଆହତମାନଙ୍କୁ ଭେଟିଛନ୍ତି। ଦୁର୍ଘଟଣାରୁ ବର୍ତ୍ତିଯାଇଥିବା ବିଶ୍ଵାସ କୁମାରଙ୍କୁ ପ୍ରଧାନମନ୍ତ୍ରୀ ଭେଟି ତାଙ୍କ ସ୍ଵାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି।…

ଆଜିର ରାଶିଫଳ

ମେଷ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ତେଜସ୍ବୀ ଓ ଧାର୍ମିକ ହେବ। ବୃଷ: ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। କୃଷି ଉପରେ…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ ଘଟିଛି । ଗୁରୁବାର ଏହି ବିମାନଟି ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ବିମାନବନ୍ଦରରୁ ଲଣ୍ଡନ ଯାଉଥିଲା । ରୂପାଣୀ ପତ୍ନୀ ଓ ପୁଅ, ଝିଅଙ୍କୁ ଭେଟିବା ପାଇଁ ଲଣ୍ଡନ ଯାଉଥିଲେ ।…

ବିମାନ ଦୁର୍ଘଟଣା, ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

୨ ଜଣ ପାଇଲଟ୍ ଏବଂ ୧୦ ଜଣ କ୍ୟାବିନ୍ କ୍ରୁ ସଦସ୍ୟଙ୍କ ସମେତ ୨୪୨ ଜଣଙ୍କୁ ନେଇ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆ ଯାତ୍ରୀବାହୀ ବିମାନ ଗୁଜୁରାଟର ଅହମ୍ମଦାବାଦ ବିମାନବନ୍ଦର ନିକଟରେ ମେଘାନୀ ନଗର ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାତ୍ରୀମାନଙ୍କ ମଧ୍ୟରୁ ୧୬୯ ଜଣ ଭାରତୀୟ ନାଗରିକ, ୫୩ ଜଣ…

ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଛି ପ୍ରଥମ ପର୍ଯ୍ୟାୟ କଳା, ବିଜ୍ଞାନ ଓ ବାଣିଜ୍ୟର କଟ୍‌ଅଫ୍‌ ତାଲିକା

ଚଳିତ ବର୍ଷର ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର ପ୍ରକାଶ ପାଇଛି ପ୍ରଥମ ପର୍ଯ୍ୟାୟ ମେଧା ତାଲିକା । କଳା, ବିଜ୍ଞାନ ଓ ବାଣିଜ୍ୟର କଟ୍‌ଅଫ୍‌ ତାଲିକା ପ୍ରକାଶ ପାଇଛି । ସର୍ବାଧିକ କଟ୍‌ଅଫ୍‌ ସହ ରେଭେନ୍ସା ବିଶ୍ୱବିଦ୍ୟାଳୟ ଆଗରେ ରହିଛି । କଳା ବିଭାଗରେ ରାଜନୀତି ବିଜ୍ଞାନରେ ସର୍ବାଧିକ ୯୨.୮୦ %…

୨୧ ଜୁନରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ…

ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀର ଜାତୀୟ ଗଣମାଧ୍ୟମ କେନ୍ଦ୍ରରେ ୧୧ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଇଁ ଶୁଭ ଉଦଘାଟନର ଆୟୋଜନ କରାଯାଇଥିଲା। ୨୧ ଜୁନରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଜାତୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।…