ପ୍ରବଳ ଖରା ଓ ହିଟ୍ ୱେଭକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲାରେ ଆସନ୍ତା ୪ ଦିନ ସବୁ ସରକାରୀ ଓ ବେସରକାରୀ ସ୍କୁଲ…
ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନକୁ ଦିନ ଖରା ବଢିବା ଯୋଗୁଁ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି। ତେଣୁ ପ୍ରବଳ ଖରା ଓ ହିଟ୍ ୱେଭକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲାରେ ଆସନ୍ତା ୪ ଦିନ ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୨୨,୨୩, ୨୪ ଓ ୨୫…