କାହିଁକି ପୁଣି ଫେରିଲା କରୋନା ?
୦୧୯ରେ ସମଗ୍ର ବିଶ୍ୱକୁ ଥରାଇ ଦେଇଥିଲା କରୋନା ଭାଇରସ୍ । ସାରା ବିଶ୍ୱରେ ହାହାକାର ପରିସ୍ଥିତି ସୃଷ୍ଟି ହୋଇଥିଲା । ଲକଡାଉନ୍, ସଟଡାଉନ୍, କ୍ୱାରେଣ୍ଟାଇନ୍ ଭଳି ଶବ୍ଦ ଯାହା ଆମେ କେବେ ଜାଣିନଥିଲୁ ତାହା ଆମ ପାଇଁ ନିତିଦିନିଆ ହୋଇଯାଇଥିଲା । ୨ ବର୍ଷ ଧରି ଏହି ରୋଗ ସମସ୍ତଙ୍କୁ ନାକରେ ପାଣି…