Browsing Tag

#metro tv

ପ୍ଲାଟଫର୍ମ ଫି ବୃଦ୍ଧି କଲା ଜୋମାଟୋ, ୧୦ ଟଙ୍କା ବଦଳରେ ୧୨ ଟଙ୍କା ପ୍ଲାଟଫର୍ମ ଚାର୍ଜ ଦେବାକୁ ପଡିବ

ଉତ୍ସବ ଋତୁ ପୂର୍ବରୁ, ଖାଦ୍ୟ ବିତରଣ ଏବଂ କ୍ୱିକ୍ କମର୍ସ କମ୍ପାନୀ ଇଟର୍ନାଲ୍ (ଜୋମାଟୋ ଏବଂ ବ୍ଲିଙ୍କିଟର ମୂଳ କମ୍ପାନୀ) ଗ୍ରାହକମାନଙ୍କୁ ଚକିତ କରିଛି। କମ୍ପାନୀ ୨ ସେପ୍ଟେମ୍ବର ୨୦୨୫ ମଙ୍ଗଳବାର ଦିନ ପ୍ଲାଟଫର୍ମ ଫି ୨୦% ବୃଦ୍ଧି କରିଛି। ଏବେ ଗ୍ରାହକମାନଙ୍କୁ ପୂର୍ବ ପରି ୧୦ ଟଙ୍କା ବଦଳରେ…

ଏସିଆ କପ୍ କ୍ରିକେଟ୍ ପ୍ରତିଯୋଗିତା ଲାଗି ଦୁବାଇରେ ଏକାଠି ହେବେ ଭାରତୀୟ କ୍ରିକେଟର

ୟୁଏଇରେ ଚଳିତ ମାସ ୯ରୁ ଆରମ୍ଭ ହେବାକୁ ଯାଉଥିବା ଏସିଆ କପ୍ କ୍ରିକେଟ୍ ପ୍ରତିଯୋଗିତା ଲାଗି ୧୫ଜଣିଆ ଭାରତୀୟ ଦଳର ଖେଳାଳିମାନେ ‌ଗୁରୁବାର ଦୁବାଇରେ ଏକାଠି ହେବେ। ଏକାଠି ଯିବା ପରିବର୍ତ୍ତେ ନିଜ ନିଜ ସହରରୁ ପର୍ଯ୍ୟାୟକ୍ରମେ ସେଠାରେ ପହଞ୍ଚିବେ। ଗୁରୁବାର ସଂଧ୍ୟାସୁଦ୍ଧା ଖେଳାଳିମାନେ…

ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ , ୬ ତାରିଖ ଯାଏ ଏହିଭଳି ବର୍ଷା ଜାରିରହିବ

ଗତକାଲି ଉତ୍ତର-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ମିଆଁମାର୍‌ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସ‌ାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଯାଇଛି। ବୁଧବାର ସୁଦ୍ଧା ଏହା ଆହୁରି ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ। ଏହା…

ଆଜିର ରାଶିଫଳ

ଅଦ୍ୟ ସେପ୍ଟେମ୍ବର ମାସ ୦୩ ତାରିଖ ୨୦୨୫ ମସିହା (ବୁଧବାର) ଶକାବ୍ଦ -୧୯୪୭ ସମ୍ବତ -୨୦୮୨ ଦିଲ୍ଲୀସ୍ୱରାଦ୍ଧ-୧୪୩୨ ସମ୍ବତ୍ସର-ସିଦ୍ଧାର୍ଥ ଭାଦ୍ରବ ମାସ- ଶୁକ୍ଳପକ୍ଷ ତିଥି- ଏକାଦଶୀ ରାତ୍ରି ଘ୦୪/୩୮ ଗତେ ଦ୍ଵାଦଶୀ ନକ୍ଷତ୍ର- ପୂର୍ବାଷାଢ଼ା ରାତ୍ରି ଘ୧୨/୦୦ ଗତେ ଉତ୍ତରାଷାଢ଼ା ଚନ୍ଦ୍ର-…

ନିଲମ୍ବିତ ତହସିଲଦାର ମଧୁସ୍କିତା ସିଂ ଗିରଫ

ଝାରସୁଗୁଡ଼ା ଜିଲ୍ଲାର ବହୁଚର୍ଚ୍ଚିତ ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ ପୂର୍ବତନ ନିର୍ବାହୀ ଅଧିକାରୀ ତଥା  ମୟୂରଭଞ୍ଜଜିଲ୍ଲା  ଜାମଦାର ନିଲମ୍ବିତ ତହସିଲଦାର ମଧୁସ୍ମିତା ସିଂଙ୍କୁ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଗିରଫ କରିଛି। ବେଲପାହାଡ଼ ମ୍ୟୁନିସିପାଲଟି ଦୁର୍ନୀତି ଘଟଣାରେ…

ଓଜନ ନିୟନ୍ତ୍ରଣ କରେ ଭେଣ୍ଡି

ଭେଣ୍ଡି ସ୍ୱାସ୍ଥ୍ୟ ପାଇଁ ବେଶ ଲାଭଦାୟକ । ମଧୁମେହ ରୋଗୀଙ୍କ ପାଇଁ ଭେଣ୍ଡି ସର୍ବୋତ୍ତମ। ଅଧ୍ୟୟନରୁ ଜଣାପଡିଛି ଭେଣ୍ଡିରେ କ୍ୟାଲସିୟମ୍, ମ୍ୟାଗ୍ନେସିୟମ୍, ଭିଟାମିନ୍ ଏ, କେ, ସି ଏବଂ ବି ୬ ରହିଛି। ଏହା ଭିଟାମିନ-ସିର ମଧ୍ୟ ଏକ ଉତ୍ତମ ସ୍ରୋତ। ଏଥିରେ ପ୍ରୋଟିନ୍ ଏବଂ ଫାଇବର ରହିଛି। ଭେଣ୍ଡି…

ସୁପ୍ରିମକୋର୍ଟଙ୍କ TET ରାୟକୁ ତର୍ଜମା କରିବେ ରାଜ୍ୟ ସରକାର – ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଶିକ୍ଷକ ନିଯୁକ୍ତି ପାଇବାକୁ ଚାହୁଁଥିବା ଏବଂ ଚାକିରିରେ ଥିବା ଶିକ୍ଷକ ପଦୋନ୍ନତି ପାଇଁ ଆଶାୟୀ ଥିଲେ ଶିକ୍ଷକ ଯୋଗ୍ୟତା ପରୀକ୍ଷା (TET)ରେ କୃତକାର୍ଯ୍ୟ ହେବା ବାଧ୍ୟତାମୂଳକ ବୋଲି ସୁପ୍ରିମକୋର୍ଟ ସୋମବାର ରାୟ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା…

ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ ଶ୍ରୀମନ୍ଦିରରେ ମଙ୍ଗଳବାର ଏକ ଭିନ୍ନ ଘଟଣା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ନୀଳଚକ୍ର ଉପରେ ହଠାତ୍‌ ଏକ ଚିଲ ବସିଥିବା ଦେଖାଯାଇଥିଲା । ପତିତପାବନବାନା ଉପରେ ଚିଲଟି ବସିଥିଲା । ଦୀର୍ଘ ସମୟ ଧରି ନୀଳଚକ୍ର ଉପରେ ଚିଲଟି ବସିବା ପରେ ସେଠାରୁ ଉଡି ଯାଇଥିଲା । ବଡଦାଣ୍ଡରେ ଲୋକେ ଏକାଠି…

ହାସ୍ୟ ଅଭିନେତ୍ରୀ ସୁମୋନା ଚକ୍ରବର୍ତ୍ତୀଙ୍କୁ ଅସଦାଚରଣ

ହାସ୍ୟ ଅଭିନେତ୍ରୀ ସୁମୋନା ଚକ୍ରବର୍ତ୍ତୀଙ୍କ କାର୍‌କୁ ମୁମ୍ବାଇରେ ଆକ୍ରମଣ ହୋଇଛି। ଏନେଇ ସେ ରବିବାର ରାତିରେ ଇନ୍‌ଷ୍ଟାଗ୍ରାମରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ବିକ୍ଷୋଭ ପ୍ରଦର୍ଶନ କରୁଥିବା କେତେଜଣ ଲୋକଙ୍କ ଭିଡ଼ ତାଙ୍କ କାର୍‌କୁ ଘେରିଯାଇ କାର୍‌ ମଧ୍ୟରେ ଥିବା ତାଙ୍କୁ ଓ ତାଙ୍କ…

ଟି-୨୦ ଅନ୍ତର୍ଜାତୀୟ କ୍ୟାରିୟରରୁ ବିଦାୟ ନେଲେ ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ

ଅଭିଜ୍ଞ ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ୨୦୨୬ ଟି-୨୦ ବିଶ୍ୱକପ୍ ପୂର୍ବରୁ ଏକ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ନେଇଛନ୍ତି। ସେ ଏହି ଫର୍ମାଟରୁ ଅବସର ନେଇଛନ୍ତି। ତାଙ୍କ ଚମତ୍କାର କ୍ୟାରିୟରର ଶେଷ ପର୍ଯ୍ୟାୟରେ ଟେଷ୍ଟ ଏବଂ ଦିନିକିଆ କ୍ରିକେଟକୁ ପ୍ରାଥମିକତା ଦେବା ଉଦ୍ଦେଶ୍ୟରେ ସେ ଟି-୨୦…