ଲଞ୍ଚ ହେଲା ଦେଶର ପ୍ରଥମ ‘ମେଡ୍ ଇନ୍ ଇଣ୍ଡିଆ’ ଚିପ୍ ବିକ୍ରମ
ଦେଶର ପ୍ରଥମ 'ମେଡ୍ ଇନ୍ ଇଣ୍ଡିଆ' ଚିପ୍ ଭାରତ ସେମିକନ୍ ଇଣ୍ଡିଆ ୨୦୨୫ରେ ୩୨-ବିଟ୍ ମାଇକ୍ରୋପ୍ରୋସେସର ଲଞ୍ଚ କରାଯାଇଛି। ଏହା ଭାରତରେ ନିର୍ମିତ ପ୍ରଥମ ସ୍ୱଦେଶୀ ଚିପ୍। ଏହି ଚିପ୍ର ନାମ ବିକ୍ରମ। ଏହି ଚିପ୍ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ…