ମହାନଦୀ ଜଳ ବିବାଦ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୦ରେ
ମହାନଦୀ ଜଳ ବିବାଦ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୦ରେ ହେବ । ଗତ ମାସରେ ହୋଇଥିବା କ୍ଷେତ୍ରୀୟ ପରିଦର୍ଶନର ରିପୋର୍ଟକୁ ଶୁଣାଣିରେ ଅନ୍ତର୍ଭୁକ୍ତ କରିବାକୁ ନିର୍ଦ୍ଦେଶ ଦେଲେ ଟ୍ରିବ୍ୟୁନାଲ । ଅଗଷ୍ଟ ୨୦୨୫ରୁ ଏବେ ପର୍ଯ୍ୟନ୍ତ ଟେକ୍ନିକାଲ ଟିମ୍ର ୧୩ ଥର ବୈଠକ ହୋଇ ସାରିଛି । ମହାନଦୀରେ…