ଆଇପିଏଲ୍ ଏକ ସପ୍ତାହ ସ୍ଥଗିତ ରହିବା ପରେ ପୁନଃ ଚଳିତ ମାସ 16 ରୁ ଆରମ୍ଭ ହେବ
ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ଏକ ସପ୍ତାହ ସ୍ଥଗିତ ରହିବା ପରେ ଏହାକୁ ପୁନଃ ଆରମ୍ଭ ପାଇଁ ପ୍ରକ୍ରିୟା ଆରମ୍ଭ କରିଛି ବିସିସିଆଇ। ଏହା ମଧ୍ୟସ୍ଥ ସୂତ୍ରରୁ ପ୍ରକାଶ ଯେ ଚଳିତମାସ ୧୬ (ଶୁକ୍ରବାର)ଠାରୁ ଆଇପିଏଲ୍ ଆରମ୍ଭହେବ। ଏହାର ଫାଇନାଲ ମ୍ୟାଚ୍ ନିର୍ଦ୍ଧାରିତ ଦିନର ସପ୍ତାହକ ପରେ;…