ହିଂସା ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି ୪୧ ମାଓବାଦୀ
ଲାଲ ସଂଗଠନକୁ ଲାଗୁଛି ଝଟ୍କା। ହିଂସା ଛାଡ଼ି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି ୪୧ ମାଓବାଦୀ । ତେଲେଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ମାଓବାଦୀ । ସେମାନଙ୍କ ମଧ୍ୟରୁ ୨୪ ଜଣ ହାର୍ଡକୋର ମାଓବାଦୀ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା…