ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ବୃଦ୍ଧି ପାଇଛି,୮ଟି ଫାଟକ ବନ୍ୟାଜଳ ନିଷ୍କାସନ
ଉପରମୁଣ୍ଡରେ ବର୍ଷା ପରେ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ବୃଦ୍ଧି ପାଇଛି। ତେଣୁ ଆଜି ଦୁଇଟି ପର୍ଯ୍ୟାୟରେ ୮ଟି ଫାଟକ ଖୋଲାଯାଇ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଗତକାଲି ରାତି ୯ଟାରେ ଜଳଭଣ୍ଡାରର ଜଳସ୍ତର ୬୧୮.୮୫ ଫୁଟ ଥିବାବେଳେ ଶନିବାର ରାତି ୯ଟା ସୁଦ୍ଧା ଜଳସ୍ତର…