ଭବାନୀପୁର ବିଧାନସଭା ନିର୍ବାଚନମଣ୍ଡଳିରୁ ପ୍ରାର୍ଥୀପତ୍ର ଦାଖଲ କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଭବାନୀପୁର ବିଧାନସଭା ନିର୍ବାଚନମଣ୍ଡଳିରୁ ତାଙ୍କର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏଥି ପାଇଁ ସେ ପୂର୍ବାହ୍ନରେ କାଲିଘାଟସ୍ଥିତ ତାଙ୍କ ବାସଭବନରୁ ପଦଯାତ୍ରାରେ ବାହାରିଥିଲେ। ପ୍ରାର୍ଥୀପତ୍ର ଦାଖଲ ନିମନ୍ତେ ତାଙ୍କର ଏହି ଅନନ୍ୟ…