Browsing Tag

#metro tv

ନବୀନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ନବୀନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ । ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ନରେନ୍ଦ୍ର ମୋଦୀ । ବିଶ୍ରାମ ନେବାକୁ ପରାମର୍ଶ ଦେବା ସହ ଦିଲ୍ଲୀ ଆସିଲେ ଦେଖାହେବ କହିଲେ ପ୍ରଧାନମନ୍ତ୍ରୀ । ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା ।…

ସୁସ୍ଥ ରହିବା ପାଇଁ ମଣିଷ ଚାଲିବା ଦରକାର , ଆସନ୍ତୁ ଜାଣିବା- ଚାଲିଲେ ହୁଏ କଣ ?

ସୁସ୍ଥ ରହିବା ପାଇଁ ମଣିଷ ଚାଲିବା ଦରକାର । ସବୁଦିନ କିଛି ନା କିଛି ବାଟ ଚାଲିଲେ ଦେହ ସୁସ୍ଥ ରୁହେ, ମନ ପ୍ରଫୁଲ୍ଲ ରହେ । ଏକଥା ଜାଣି ବି ମଣିଷ ହେଳା କରେ । ଅଳସୁଆମି ପାଇଁ ସକାଳେ କିମ୍ବା ସଞ୍ଜରେ ନଚାଲି ଶୋଇରହେ । ଯଦିଓ ରୋଗ ହେଲା ପରେ ଡାକ୍ତରଙ୍କ ପରାମର୍ଶ ପରେ ଚାଲିବା ବାଧ୍ଯତାମୂଳକ…

ଶିଶୁ ବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ,ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍ ଏବଂ ପରିଚୟପତ୍ର

ଶିଶୁ ବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ,ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍ ଏବଂ ପରିଚୟପତ୍ର। ୩ ଲକ୍ଷ ୧୦ ହଜାର ୮୩୯ ଶିଶୁ ବାଟିକା ଛାତ୍ରଛାତ୍ରୀଙ୍କୁ ମାଗଣା ସ୍କୁଲ ପୋଷାକ, ଜୋତା ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସାମଗ୍ରୀ ବଣ୍ଟନ ପାଇଁ ପ୍ରତି ଛାତ୍ର ପାଇଁ ଏକ ହଜାର ଟଙ୍କା…

ପରଲୋକରେ ବହୁଚର୍ଚ୍ଚିତ ଫିଲ୍ମ ୩ ଇଡିୟଟ୍ସର ପ୍ରଫେସର ଅଚ୍ୟୁତ୍ ପୋତଦାର୍

ପରଲୋକରେ ବହୁଚର୍ଚ୍ଚିତ ଫିଲ୍ମ ୩ ଇଡିୟଟ୍ସର ପ୍ରଫେସର ଅଚ୍ୟୁତ୍ ପୋତଦାର୍। ମୃତ୍ୟୁ‌ ବେଳକୁ ତାଙ୍କୁ ୯୧ବର୍ଷ ବୟସ ହୋଇଥିଲା। ୨୦୦୯ରେ ରିଲିଜ୍ ହୋଇଥିଲା ଫିଲ୍ମ ୩ ଇଡିୟଟ୍ସ। ଆମୀର ଖାନ୍, ଆର୍ ମାଧବନ, ବମନ ଈରାନୀ ଓ ଶର୍ମନ ଯୋଶୀଙ୍କ ଭଳି କଳାକାର ଏଥିରେ ଅଭିନୟ କରିଥିବା ବେଳେ ଜଣେ କଠୋର…

ଚଳିତ ମାସ ୧୫ରେ ଆରମ୍ଭ କରାଯାଇଥିବା ବର୍ଷିକିଆ ଫାସ୍‌ଟ୍ୟାଗ୍‌ ପାସ୍‌ ବେଶ୍‌ ଗ୍ରହଣୀୟ, ଚାରି ଦିନରେ ୫ ଲକ୍ଷ ପାସ୍…

ଚଳିତ ମାସ ୧୫ରେ ଆରମ୍ଭ କରାଯାଇଥିବା ବର୍ଷିକିଆ ଫାସ୍‌ଟ୍ୟାଗ୍‌ ପାସ୍‌ ବେଶ୍‌ ଗ୍ରହଣୀୟ ହୋଇଛି। ମାତ୍ର ଚାରି ଦିନରେ ୫ ଲକ୍ଷ ପାସ୍ ଜାରି କରାଯାଇଛି। ତାମିଲନାଡ଼ୁରେ ସର୍ବାଧିକ ପାସ୍ ଜାରି କରାଯାଇଥିବା ବେଳେ ତା’ପଛକୁ ରହିଛନ୍ତି କର୍ଣ୍ଣାଟକ ଓ ହରିୟାଣା। ତାମିଲନାଡ଼ୁ, କର୍ଣ୍ଣାଟକ ଓ…

ଓଡ଼ିଶାରେ ଖୁବଶୀଘ୍ର ଏସଆଇଆର

ବିହାରରେ ନିର୍ବାଚନ କମିସନଙ୍କ ପକ୍ଷରୁ କରାଯାଉଥିବା ଭୋଟର ତାଲିକାର ଏସଆଇଆର ବା  ସ୍ବତନ୍ତ୍ର ସଂଶୋଧନ ପ୍ରକ୍ରିୟାକୁ ନେଇ ସାରା ଦେଶରେ ଏବେ ଚର୍ଚ୍ଚା ଲାଗି ରହିଛି । ବିରୋଧୀ ଦଳମାନେ ଏହାକୁ ନେଇ ପ୍ରଶ୍ନ ଉଠାଉଥିବାବେଳେ ନିର୍ବାଚନ କମିସନ କହିଛନ୍ତି ଯେ ଖୁବଶୀଘ୍ର ଓଡ଼ିଶା ସମେତ ଅନ୍ୟ…

ଟେନସନ୍ ଶରୀର ପାଇଁ ସ୍ଲୋ ପଏଜନ୍ ଭଳି କାମ କରେ

ବିଭିନ୍ନ କାରଣ ନେଇ ଆଜିର ଜୀବନଶୈଳୀ ଅତ୍ୟନ୍ତ ଜଟିଳ ହୋଇଛି, ଯେଉଁଥିପାଇଁ ଲୋକ ଚାପଗ୍ରସ୍ତ ରହୁଛନ୍ତି । କିନ୍ତୁ ଛୋଟ କାରଣ ଭାବରେ ବିଚାର କରି ଟେନସନକୁ ଅଣଦେଖା କରନ୍ତୁ ନାହିଁ । ଏପରି କରିବା ଦ୍ୱାରା ଆପଣଙ୍କର ସମସ୍ୟା ଆହୁରି ବଢ଼ିବ । ଟେନସନ ଦୂର କରିବାର ଅର୍ଥ ନୁହେଁ ଯେ ଆପଣ…

ରାଜ୍ୟରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକରେ ୧୮୪୦ ଡାକ୍ତର ଓ ୫୦୦୦ରୁ ଅଧିକ ପାରାମେଡିକାଲ ଷ୍ଟାଫଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ରାଜ୍ୟର ମେଡିକାଲ କଲେଜଗୁଡ଼ିକରେ…

ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି ମୋଦୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହିତ କଥା ହୋଇଛନ୍ତି। ସାକ୍ଷାତ ସମୟରେ, ଦୁହେଁ ମହାକାଶରେ ଶ୍ରୀ ଶୁକ୍ଳାଙ୍କ ଅଭିଜ୍ଞତା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟାରେ ଭାରତର ଅଗ୍ରଗତି ଏବଂ ଦେଶର ମହତ୍ୱାକାଂକ୍ଷୀ ମାନବ ମହାକାଶ ଉଡ଼ାଣ କାର୍ଯ୍ୟକ୍ରମ -…

ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟର ୭ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ମାଲକାନଗିରି, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ,…