ଜାହ୍ନବୀଙ୍କ କାଷ୍ଟିଂ, ପ୍ରଶ୍ନ ଉଠାଇଛନ୍ତି ପବିତ୍ରା ମେନନ୍
ବଲିଉଡ୍ ଅଭିନେତ୍ରୀ ଜାହ୍ନବୀ କପୁର ସମ୍ପ୍ରତି ନିଜର ଆଗାମୀ ଫିଲ୍ମ ‘ପରମ ସୁନ୍ଦରୀ’କୁ ନେଇ ଚର୍ଚ୍ଚାରେ ରହିଛନ୍ତି। ଆସନ୍ତା ୨୯ରେ ତୁଷାର ଜଲୋଟାଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ରିଲିଜ୍ ହେବାକୁ ଥିବାବେଳେ ଗତ ୧୨ରେ ଏହାର ଟ୍ରେଲରକୁ ଜାରି କରାଯାଇଥିଲା। ଟ୍ରେଲରରେ ଜାହ୍ନବୀଙ୍କୁ ଜଣେ…