ଇଣ୍ଡିଆନ୍ ପ୍ରିମିୟର ଲିଗ୍-୨୦୨୬ର ସପ୍ତମ ମ୍ୟାଚ୍: ପଞ୍ଜାବକୁ ୨୧୦ ରନ୍ର ଲକ୍ଷ୍ୟ ଦେଲା ଚେନ୍ନାଇ
ଇଣ୍ଡିଆନ୍ ପ୍ରିମିୟର ଲିଗ୍-୨୦୨୬ର ସପ୍ତମ ମ୍ୟାଚ୍ରେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ପଂଜାବ କିଙ୍ଗ୍ସ ମୁହାଁମୁହିଁ ହୋଇଛନ୍ତି। ଉଭୟ ଟିମ୍ର ମୁକାବିଲା ଚେନ୍ନାଇସ୍ଥିତ ଏମ୍ଏ ଚିଦାମ୍ବରମ ଷ୍ଟାଡିୟମରେ ହୋଇଛି। ଏହି ମ୍ୟାଚ୍ରେ ଟସ୍ ଜିଣି ପଂଜାବ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି…