ଏସିଆ କପ ଓ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜରୁ ବାଦ ପଡ଼ିପାରନ୍ତି ଋଷଭ ପନ୍ତ
ଭାରତର ଓ୍ବିକେଟ କିପର ବ୍ୟାଟ୍ସମ୍ୟାନ ଆସନ୍ତା ସେପ୍ଟେମ୍ବର ମାସରେ ହେବାକୁ ଥିବା ଏସିଆ କପ ଓ ଅକ୍ଟୋବରରେ ହେବାକୁ ଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜରୁ ବାଦ ପଡ଼ିବାର ଆଶଙ୍କା ରହିଛି । ମାଞ୍ଚେଷ୍ଟରରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ଚତୁର୍ଥ ଟେଷ୍ଟ ମ୍ୟାଚ୍ର ପ୍ରଥମ ଦିନରେ…