ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
ଜରିମାନା ଗଣିବେ ଗୁଜରାଟ ଟାଇଟାନ୍ସ ଅଧିନାୟକ ଶୁଭମନ ଗିଲ। ୨୦୨୫ ଆଇପିଏଲରେ ସ୍ଲୋ ଓଭର ରେଟ ପାଇଁ ତାଙ୍କ ଉପରେ ୧୨ ଲକ୍ଷ ଟଙ୍କା ଜରିମାନା ଲଗାଯାଇଛି। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ GT ୭ ଉଇକେଟରେ ଜିତିବା ପରେ BCCI ଦ୍ୱାରା ଏହି ଜରିମାନା ଲାଗୁ କରାଯାଇଛି। ଏନେଇ ଆଇପିଏଲ୍ ପକ୍ଷରୁ ଏକ…