Browsing Tag

#metro tv

ସୁନା ଦର 96 ହଜାର ଟପିଲା

ସୁନା ଦର ଗତଦୁଇ ଦିନ କମ୍ ହେବା ପରେ ବୁଧବାର ପୁଣି ମହଙ୍ଗା ହୋଇଛି। ଗୋଟିଏ ଦିନରେ ଭୁବନେଶ୍ବରରେ ୨୨ କ୍ୟାରେଟ୍‌ ସୁନା ଦର ୯୫୦ ଟଙ୍କା ବଢ଼ିଥିବା ବେଳେ ୨୪ କ୍ୟାରେଟ୍ ସୁନା ୯୯୦ ଟଙ୍କା ମହଙ୍ଗା ହୋଇଛି। ଏହି ଦରବୃଦ୍ଧି ପରେ ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ ପିଛା ଦାମ୍ ୮୮,୧୫୦ ଟଙ୍କାକୁ…

କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି- ମୁଖ୍ୟମନ୍ତ୍ରୀ…

ଓଡ଼ିଶାର ଭିତ୍ତିଭୂମି ବକାଶରେ ଆଜି ଏକ ନୂତନ ଫର୍ଦ୍ଦ ଯୋଡ଼ି ହୋଇଛି। କେନ୍ଦ୍ର ସରକାରଙ୍କ ଉଦ୍ୟମରେ ଆଜି ଓଡ଼ିଶାକୁ ୪୦୦୦ କୋଟି ଟଙ୍କାରୁ ଊର୍ଦ୍ଧ୍ବର ପ୍ରକଳ୍ପ ଭେଟି ମିଳିଛି। କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ ଏହି ପ୍ରକଳ୍ପଗୁଡ଼ିକ ଭେଟି ଦେଇଛନ୍ତି। ଏହା ଦ୍ବାରା ରାଜ୍ୟର ୧୯ଟି…

ଆଜି ବିଶ୍ବ ହେମୋଫିଲିଆ ଦିବସ

ହେମୋଫିଲିଆ ହେଉଛି ଏକ ରକ୍ତଜନିତ ରୋଗ। ଏହି ରୋଗ ହେଲେ ରକ୍ତ ସହଜରେ ଜମାଟ ବାନ୍ଧିନଥାଏ। କାରଣ ହେମୋଫିଲିଆରେ ଜଣେ ଆକ୍ରାନ୍ତ ହେଲେ ରକ୍ତ ଜମାଟ ବାନ୍ଧିବା ପାଇଁ ଆବଶ୍ୟକ ହେଉ ଥିବା ପ୍ରୋଟିନ୍ କ୍ଷରଣ ବାଧାପ୍ରାପ୍ତ ହୋଇଥାଏ। ଏବେ ରାଜ୍ୟରେ ଏହି ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ରାଜ୍ୟରେ…

ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା

ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇଛି । ଫଳରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ପୂର୍ବାପେକ୍ଷା ହ୍ରାସ ପାଇଛି। ସର୍ବାଧିକ ତାପମାତ୍ରା ଏଥିଯୋଗୁଁ ୪୦ଡିଗ୍ରୀ ସେଲ୍‌ସିୟସ୍‌ ତଳକୁ ଖସିଛି। ବୁଧବାର ଉପକୂଳବର୍ତ୍ତୀ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଏବଂ…

ମେ’ ମାସରେ କେତୁ ସୂର୍ଯ୍ୟଙ୍କ ରାଶି ସିଂହ ରାଶିରେ ପ୍ରବେଶ କରିବେ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରି ଥାନ୍ତି। କିଛି ଗ୍ରହ ଧିମା ଗତିରେ କିଛି ଶୀଘ୍ର ଚଳନ କରି ଥାନ୍ତି। ଛାୟା ଗ୍ରହ କୁହାଯାଉଥିବା କେତୁ ୧୮ ମାସକୁ ଥରେ ରାଶି ପରିବର୍ତ୍ତନ କରି ଥାନ୍ତି । ମେ’ ମାସରେ କେତୁ ସୂର୍ଯ୍ୟଙ୍କ ରାଶି ସିଂହ ରାଶିରେ…

କେନ୍ଦ୍ର ସରକାରଙ୍କ ପକ୍ଷରୁ ୩୫ଟି ଫିକ୍ସଡ-ଡୋଜ୍ ଔଷଧର ଉତ୍ପାଦନ, ବିକ୍ରୟ ଓ ବିତରଣ ଉପରେ ନିଷେଧାଦେଶ ଜାରି

କେନ୍ଦ୍ର ସରକାରଙ୍କ ପକ୍ଷରୁ ୩୫ଟି ଫିକ୍ସଡ-ଡୋଜ୍ ଔଷଧର ଉତ୍ପାଦନ, ବିକ୍ରୟ ଓ ବିତରଣ ଉପରେ ନିଷେଧାଦେଶ ଜାରି କରାଯାଇଛି। ଏସବୁ ଔଷଧଗୁଡ଼ିକର ଅନୁମୋଦନ ପୁର୍ବରୁ ସମୀକ୍ଷା କରାଯିବା ସହିତ ଏହାର ଉତ୍ପାଦନ, ବିକ୍ରୟ ଓ ବିତରଣ ବନ୍ଦ କରିବାକୁ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଭେଷଜ…

ଭାରତ ଗସ୍ତରେ ଆସିବେ ଆମେରିକା ଉପରାଷ୍ଟ୍ରପତି

ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଭାରତ ଗସ୍ତରେ ଆସିବେ। ଆସନ୍ତା ୧୮ ତାରିଖରୁ ୨୪ ତାରିଖ ମଧ୍ୟରେ ଭାନ୍ସ ସପରିବାର ଇଟାଲୀ ଏବଂ ଭାରତ ଗସ୍ତରେ ଆସିବେ ବୋଲି ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି।ଭାରତ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ…

ଭାଷା ବିଭାଜନର କାରଣ ହେବା ଉଚିତ ନୁହେଁ

ମହାରାଷ୍ଟ୍ରର ଏକ ମ୍ୟୁନିସିପାଲିଟିର ସାଇନବୋର୍ଡରେ ଉର୍ଦ୍ଦୁ ଭାଷା ବ୍ୟବହାରକୁ ବିରୋଧ କରି ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ ଚେତାବନୀ ଦେଇଛନ୍ତି, ଭାଷା ବିଭାଜନର କାରଣ ହେବା ଉଚିତ ନୁହେଁ ଏବଂ ଭାରତର ଭାଷାଗତ ବିବିଧତାକୁ ପ୍ରଶଂସା କରାଯିବା ଉଚିତ।…

ଚୀନ ଉପରେ ୨୪୫% ତାରିଫ ଲାଗୁ କରିଛନ୍ତି ଟ୍ରମ୍ପ

ଆମେରିକା ଏବଂ ଚୀନ ମଧ୍ୟରେ ତାରିଫ ଯୁଦ୍ଧ ତୀବ୍ରତର ହେବାରେ ଲାଗିଛି। ଚୀନ ଉପରେ ୨୪୫% ତାରିଫ ଲାଗୁ କରିଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ପୂର୍ବରୁ ଏହା ୧୪୫% ରହିଥିଲା। ମଙ୍ଗଳବାର ରାତିରେ ଟ୍ରମ୍ପ ଚୀନ ଉତ୍ପାଦ ଉପରେ ଆହୁରି ୧୦୦% ଶୁଳ୍କ ବୃଦ୍ଧି କରିଛନ୍ତି। ଯାହାଫଳରେ…

ଉପକୂଳରେ କାଳବୈଶାଖୀ ବର୍ଷା ହେଉଥିବା ବେଳେ ପଶ୍ଚିମଓଡ଼ିଶାରେ ହେଉଛି ନିଆଁ ବର୍ଷା

ସକାଳେ ଖରା, ଅପରାହ୍ଣରେ କାଳବୈଶାଖୀ ବର୍ଷା । ଉପକୂଳରେ କାଳବୈଶାଖୀ ବର୍ଷା ହେଉଥିବା ବେଳେ ପଶ୍ଚିମଓଡ଼ିଶାରେ ହେଉଛି ନିଆଁ ବର୍ଷା । ଉପକୂଳରେ କାଳବୈଶାଖୀ ବର୍ଷା ଲାଗି ରହିଛି । ଆଜି ମଧ୍ୟ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କାଳବୈଶାଖୀ ବର୍ଷା ପାଇଁ ଆଜି ମୟୂରଭଞ୍ଜ,…