ଆଇପିଏଲ -୨୦୨୫ର ଆଜି ୩୨ତମ ମ୍ୟାଚ , ଦିଲ୍ଲୀ କ୍ୟାପିଟାଲ୍ସ- ରାଜସ୍ଥାନ ରୟାଲ୍ସ ଟକ୍କର
ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) -୨୦୨୫ର ଆଜି ୩୨ତମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଦିଲ୍ଲୀର ଅରୁଣ ଜେଟ୍ଲୀ ଷ୍ଟାଡ଼ିୟମରେ ଖେଳାଯିବ। ଦୁଇ ଦଳ ଶେଷ ମ୍ୟାଚରେ ପରାଜିତ ହୋଇଥିବାରୁ ବିଜୟ ଧାରାକୁ ଫେରିବା ନେଇ ଉଦ୍ୟମ କରିବେ।
ଅକ୍ଷର ପଟେଲଙ୍କ ନେତୃତ୍ବାଧିନ…