Browsing Tag

#metro tv

ଆଜିର ରାଶିଫଳ

ମେଷ: ଆୟ ଆଶାନୁରୂପ ହେବ। ସରକାରୀ ବା ବନ୍ଧୁ ସହାୟତାରେ ଲାଭବାନ୍‌ ହେବେ। ଭୋଜନ ରୁଚିପୂର୍ଣ୍ଣ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ। କର୍ମଠ ହେବେ। ବୃଷ: ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। ମଧୁର କଥାରେ ପରକୁ…

ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଶ୍ରାବଣ ଶୁକ୍ଳ ଚତୁର୍ଥୀ ତିଥିରେ ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରରେ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ପ୍ରାୟ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି। ଶ୍ରୀମନ୍ଦିରରେ…

ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ

ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର(ଆଇ-କାର୍ଡ) ସାମାନ୍ୟ ବଦଳିବ । ସବୁଜ ରଙ୍ଗର ଆଇ-କାର୍ଡ ଏବେ ଗେରୁଆ ରଙ୍ଗ ହେବ ।  ୨୦୨୫-୨୬ ଶିକ୍ଷାବର୍ଷରେ ସମସ୍ତ ପ୍ରାଥମିକ ବିଦ୍ୟାଳୟ(ପ୍ରଥମରୁ ୮ମ ଶ୍ରେଣୀ) ଛାତ୍ରଛାତ୍ରୀଙ୍କ ଆଇ-କାର୍ଡ ପରିବର୍ତ୍ତନ ହୋଇଛି। ଯେଉଁଥିରେ ପିଲାଙ୍କ ନାମ,…

ଶ୍ରାବଣ ମାସର ତୃତୀୟ ସୋମବାର

କର୍ପୁର ଗୈାରଂ କରୁଣାବତାରଂ ସଂସାର ସାରଂ ଭୂଜଗେନ୍ଦ୍ରହାରଂ ସଦାବସନ୍ତମଂ ହୃଦୟାର ବିନ୍ଦେ ଭବଂ ଭବାମି ସହିତଂ ନମାମି ଆଜି ଶ୍ରାବଣ ମାସର ତୃତୀୟ ସୋମବାର ।  ଭଗବାନ ଶିବଙ୍କର ଜଳାଭିଷେକ, ରୁଦ୍ରାଭିଷେକ ଏବଂ ପୂଜାର୍ଚ୍ଚନା କରିବା ଦ୍ୱାରା ବିଶେଷ ଫଳ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି…

ଆଜିର ରାଶିଫଳ

ମେଷ: ଦିନଟି ଖୁସି ଭରା ରହିବ। କଠିନ କାମ ସହଜରେ ସଂପୂର୍ଣ୍ଣ କରିବେ। ଜୀବନସାଥୀ ଠାରୁ କୌଣସି ଉପହାର ପାଇବେ। ଅପବ୍ୟୟ ଉପରେ ନିୟନ୍ତ୍ରଣ ରଖନ୍ତୁ। ସାମାଜିକ ସ୍ତରରେ ଲୋକ ପ୍ରିୟତା ବଢ଼ିବ। ‌ ବୃଷ: ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତ ହେବାର ଯୋଗ ଅଛି। ରାଜନୀତିରେ ବଡ଼ ଲୋକଙ୍କ…

ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା

ଚାଷୀ ପଞ୍ଜୀକରଣ ନେଇ ଚାଷୀମାନେ ଆନ୍ଦୋଳନ କରିବାକୁ ଧମକ ଦେଇଛନ୍ତି । ଏହାପରେ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ ଆସିଛି । ମନ୍ତ୍ରୀ କହିଛନ୍ତି ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା । ଚାଷୀ ପଞ୍ଜୀକରଣ ଲାଗି ଶେଷ ତାରିଖ ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ରହିଛି । ଯଦି କିଛି ଅଭିଯୋଗ ଆସେ ତେବେ…

ଆଜିଠୁ କମିବ ବର୍ଷା

ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉପକୂଳ ପଶ୍ଚିମବଙ୍ଗ ଓ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଉପକୂଳ ପଶ୍ଚିମବଙ୍ଗ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଥିଲା। ଏହା ଆଜି ପଶ୍ଚିମ ଦିଗକୁ ଗତି…

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇର ଲଗ୍ନ ଧାର୍ଯ୍ୟ

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇର ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ଅଗଷ୍ଟ ୨୮ ତାରିଖ ଗୁରୁବାର ଚଳିତ ବର୍ଷର ନୂଆଖାଇ ପର୍ବ ପାଳନ କରାଯିବ। ବଲାଙ୍ଗୀର ଜିଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟି ସିନ୍ଧାନ୍ତକ୍ରମେ ପୂର୍ବତନ ପାଟଣାଷ୍ଟେଟ ତଥା ମହାରାଜାଙ୍କ ଇଷ୍ଟଦେବୀ…

ଏସିଆ କପ: ସେପ୍ଟେମ୍ବର 14 ରେ ଭାରତ- ପାକିସ୍ତାନ ମ୍ୟାଚ

ଆସନ୍ତା ସେପ୍ଟେମ୍ବର ୮ରୁ ଆରମ୍ଭ ହେବାକୁ ଥିବା ଏସିଆ କପର କ୍ରୀଡାସୂଚୀ ପ୍ରକାଶ ପାଇଛି । ଟୁର୍ଣ୍ଣାମେଣ୍ଟରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୁଇଟି ମ୍ୟାଚ୍ ହେବ। ଯଦି ଉଭୟ ଦଳ ଫାଇନାଲରେ ପହଁଞ୍ଚନ୍ତି, ତେବେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ତିନୋଟି ମ୍ୟାଚ୍ ହେବ। ଏସୀୟ କ୍ରିକେଟ ପରିଷଦ…

ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ

୧ ଅଗଷ୍ଟ ୨୦୨୫ ରେ କିଛି ବିଶେଷ ପରିବର୍ତ୍ତନ ହେବାକୁ ଯାଉଛି, ଯାହା ସାଧାରଣ ଲୋକଙ୍କ ପକେଟ ଉପରେ ସିଧାସଳଖ ପ୍ରଭାବ ପକାଇବ। ଏଥିରେ କ୍ରେଡିଟ କାର୍ଡ ସହିତ ଜଡିତ ଶୁଳ୍କ, ଏଲପିଜି ସିଲିଣ୍ଡର ମୂଲ୍ୟରେ ପରିବର୍ତ୍ତନ ଏବଂ ୟୁପିଆଇ କାରବାର ସମ୍ବନ୍ଧୀୟ ନୂତନ ନିୟମ ଅନ୍ତର୍ଭୁକ୍ତ। ଏହା ବ୍ୟତୀତ,…