ଚୀନରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଓ ଭୂସ୍ଖଳନ ସ୍ଥିତି
ଚୀନର କେତେକ ରାଜ୍ୟରେ ଏବେ ବର୍ଷା ବିତ୍ପାତ ଜାରି ରହିଛି । ଏପରିକି ଚୀନର ରାଜଧାନୀ ବେଜିଂ ବର୍ଷା ଯୋଗୁଁ ବେହାଲ ହୋଇଯାଇଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ବେଜିଂର ୧୬ରୁ ୧୨ଟି ଡିଷ୍ଟ୍ରିକ୍ଟ ( କ୍ଷେତ୍ର)ରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଓ ଭୂସ୍ଖଳନ ସ୍ଥିତି ସୃଷ୍ଟି ହୋଇଛି ।
ତେବେ…