ଆଜି ଏମ୍ସ କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳାର ଉଦ୍ଘାଟନ କରିବେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା
କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି ଭୁବନେଶ୍ବର ଏମ୍ସ ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ଅବସରରେ ଶ୍ରୀ ନଡ୍ଡା କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳାର ଉଦ୍ଘାଟନ କରିବେ। ଏହି ବ୍ୟବସ୍ଥା ଏମ୍ସ ଭୁବନେଶ୍ବରର ଗବେଷଣା କ୍ଷମତାକୁ ଏକ ନୂତନ ଶିଖରକୁ ନେବାର…