ଆସନ୍ତା ୨୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
୫ଦିନ କାଳବୈଶାଖୀ ଆଶଙ୍କା । ଆସନ୍ତା ୨୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । କାଲି ପାଇଁ କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । କୁଆପଥର ମାଡ଼ର ସମ୍ଭାବନା ରହିଛି ।…