ସୃଷ୍ଟି ହେଲା ଲଘୁଚାପ,୯ ରୁ ଆରମ୍ଭ ହେବ ବର୍ଷା
ସୃଷ୍ଟି ହେଲା ଲଘୁଚାପ । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ବଙ୍ଗୋପସାଗରର ମଧ୍ୟଭାଗରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ୮ ତାରିଖ ଯାଏଁ ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ, ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ରୁ ପରବର୍ତ୍ତୀ ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡକୁ ଗତିକରିବ ଲଘୁଚାପ ।…