Browsing Tag

#metro tv

ଷଡଯନ୍ତ୍ର ପଛରେ ପାଣ୍ତିଆନଙ୍କ ହାତ – ବିଜେଡି ନେତା ଦେବାଶିଷ ସାମନ୍ତରାୟ

ଏବେ ବିଜେଡି ଦଳରେ ଧୀରେ ଧୀରେ ବିଦ୍ରୋହର ସ୍ବର ବଢିବାରେ ଲାଗିଛି  । ସେହି ବିଦ୍ରୋହର ସ୍ବର ଏତେ ମାତ୍ରାରେ ବଢିଛି ତାହା ଏବେ ଘନେଇବାରେ ଲାଗିଲାଣି । ଏହାରି ଭିତରେ ଆଉ ଏକ ଘଟଣା ସାମ୍ନାକୁ ଆସିଛି ବର୍ତ୍ତମାନ ଦଳର ବିଭୀଷଣ ଭାବେ ପାଣ୍ତିଆନଙ୍କୁ ଟାର୍ଗେଟ କରି କହିଛନ୍ତି ବିଜେଡି ନେତା…

କଣ କହ୍ନେୟା କୁମାର କଂଗ୍ରେସକୁ ୨୦୨୫ ନିର୍ବାଚନର ନଈ ପାର୍ କରେଇ ପାରିବେ ?

କହ୍ନେୟା କୁମାରଙ୍କ ଭରସାରେ ବିହାର ନିର୍ବାଚନ ଲଢିବ କି କଂଗ୍ରେସ ? କଣ କହ୍ନେୟା କୁମାର କଂଗ୍ରେସକୁ ୨୦୨୫ ନିର୍ବାଚନର ନଈ ପାର୍ କରେଇ ପାରିବେ ? କହ୍ନେୟା କାନ୍ଧରେ ରାହୁଲଙ୍କ ‘ହାତ’ ଥିବା ନେଇ ଯେଉଁ ଚର୍ଚ୍ଚା ଆଗରୁ ହେଉଥିଲା ଆଜି ତାହା ଫର୍ଚ୍ଚା ହୋଇଛି । ଯେତେବେଳେ ବିହାର ନିର୍ବାଚନ…

ଭାରତୀୟ ସେୟାର୍‌ ବଜାର ପାଇଁ ଆଜି କଳା ସୋମବାର ସାବ୍ୟସ୍ତ ହୋଇଛି, 3000 ପଏଣ୍ଟ ଖସିଲା ସେନ୍‌ସେକ୍ସ

ଭାରତୀୟ ସେୟାର୍‌ ବଜାର ପାଇଁ ଆଜିର ସୋମବାର କଳା ସୋମବାର ସାବ୍ୟସ୍ତ ହୋଇଛି। କାରଣ ବିଏସ୍‌ଇ ଏବଂ ଏସ୍‌ଇ ସେନ୍‌ସେକ୍ସ ୨୫୬୪.୭୪ ପଏଣ୍ଟରୁ ଅଧିକ ହ୍ରାସ ପାଇ ୭୨,୭୯୯.୯୫ରେ ପହଞ୍ଚିଥିବା ବେଳେ ଏନ୍‌ଏସ୍‌ଇ ନିଫ୍‌ଟି ୫୦ ସକାଳ ୯.୨୪ ସୁଦ୍ଧା ୮୩୧.୯୫ ପଏଣ୍ଟକୁ ଖସି ୨୨,୦୭୨.୫୦ରେ ପହଞ୍ଚିଛି।…

‘ଇଣ୍ଡିଆନ୍ ଆଇଡଲ୍ ୧୫’ର ଟାଇଟଲ ଜିତିଲେ ମାନସୀ ଘୋଷ

ସୋନି ଟିଭିରେ ପ୍ରସାରିତ ଲୋକପ୍ରିୟ ସଙ୍ଗୀତଭିତ୍ତିକ କାର୍ଯ୍ୟକ୍ରମ’ 'ଇଣ୍ଡିଆନ୍ ଆଇଡଲ୍ ୧୫'ର ଗ୍ରାଣ୍ଡ ଫିନାଲେ ଶେଷ ହୋଇ ଯାଇଛି । ଏହି ସିଜିନରେ ମାନସୀ ଘୋଷ ବିଜୟୀ ହୋଇଛନ୍ତି। କୋଲକାତାର ମାନସୀ ବିଜୟୀ ହେବାପରେ ତାଙ୍କୁ ୨୫ ଲକ୍ଷ ଟଙ୍କା ଏବଂ ଏକ ନୂତନ କାର ମଧ୍ୟ ମିଳିଛି। କେବଳ ଏତିକି…

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ‘ଯୋଗ ମହୋତ୍ସବ’ ଅନୁଷ୍ଠିତ

ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ସୋମବାର ଏକ ବିଶାଳ ‘ଯୋଗ ମହୋତ୍ସବ’ ଅନୁଷ୍ଠିତ ହୋଇଛି। ଏହି ସମାରୋହ ସହିତ ଦଶମ ଅନ୍ତର୍ଜାତୀୟ ଯୋଗ ଦିବସର ୭୫ ଦିନିଆ ଅବଗଣନା ଆରମ୍ଭ ହୋଇଛି। କେନ୍ଦ୍ର ଆୟୁଷ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ…

ଚଳିତ ୨୨  ଓ ୨୩ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ‘ସୁଭଦ୍ରା ଯୋଜନାର ଟଙ୍କା ଦିଆଯିବ

ଚଳିତ ୨୨  ଓ ୨୩ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ‘ସୁଭଦ୍ରା ଯୋଜନାର ଟଙ୍କା ଦିଆଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏପ୍ରିଲ ୨୨ ଓ ୨୩ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ସୁଭଦ୍ରା…

ଆଇପିଏଲ ମହାସମର : ମୁହାଁମୁହିଁ ହେବେ ମୁମ୍ବଇ ଇଣ୍ଡିଆନ୍‌ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ

ୱାଙ୍ଖଡେ ଷ୍ଟାଡ଼ିୟମରେ  ଆଜି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)-୨୦୨୫ର୨୦ତମ ମ୍ୟାଚ ମୁମ୍ବଇ ଇଣ୍ଡିଆନ୍‌ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯିବ। ଏହି ଗୁରୁତ୍ବପୂର୍ଣ୍ଣ ମ୍ୟାଚରେ ଭାରତୀୟ ଦଳର ଦୁଇ ସୁପରଷ୍ଟାର ବିରାଟ କୋହଲି ଓ ରୋହିତ ଶର୍ମାଙ୍କୁ ପରସ୍ପର ବିପକ୍ଷରେ…

ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା…

ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ବାୟୁମଣ୍ଡଳରେ ୫.୮କି.ମି. ଉଚ୍ଚତା ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର…

ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆୟୁଷ୍ମାନ୍‌ ଓ ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ସାମୟିକ ଭାବେ ବିଦେଶ ରହଣି ପାଇଁ ମନ ବଳାଇବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତ ହେବ। ବୃଷ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ।…

ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ସେଠାରେ ସେ ରାଜ୍ୟ ସରକାରଙ୍କ ତରଫରୁ ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ (ଆଇଓସିଏଲ୍‌), ପେଟ୍ରୋନେଟ ଏଲ୍‌ଏନ୍‌ଏଜି ଏବଂ ଇଣ୍ଡିଆନ ଷ୍ଟ୍ରାଟେଜିକ ପେଟ୍ରୋଲିୟମ ରିଜର୍ଭ ଲିମିଟେଡ ସମେତ ପ୍ରମୁଖ ଉଦ୍ୟୋଗ ସହିତ…