Browsing Tag

#metro tv

ରାଜ୍ୟ କ୍ୟାବିନେଟରେ ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି ରାଜ୍ୟ ସରକାର

ରାଜ୍ୟ ସରକାର କ୍ୟାବିନେଟ୍‌ରେ ଆଜି ୧୩ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୧୧ଟି ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ସ୍ଵରାଷ୍ଟ୍ର, ସ୍ବାସ୍ଥ୍ୟ, ଶକ୍ତି, ରାଜସ୍ବ , ଗୃହ ନିର୍ମାଣ, ଗଣଶିକ୍ଷା ଆଦି…

ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସ -୨୦୨୮,ଜୁଲାଇ ୧୨ରୁ ୨୯ ପର୍ଯ୍ୟନ୍ତ କ୍ରିକେଟ

ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସ -୨୦୨୮ ଜୁଲାଇ ୧୪ରୁ ୩୦ ପର୍ଯ୍ୟନ୍ତ ଖେଳାଯିବ। ଦୀର୍ଘ ୧୨୮ ବର୍ଷ ପରେ ଲସ୍‌ ଏଞ୍ଜେଲ୍‌ସ ଅଲିମ୍ପିକ୍‌ସରେ କ୍ରିକେଟରେ ଏକ ଐତିହାସିକ ପୁନରାଗମନ କରିବାକୁ ଯାଉଛି। ଜୁଲାଇ ୧୨ରୁ ୨୯ ପର୍ଯ୍ୟନ୍ତ କ୍ରିକେଟ ଇଭେଣ୍ଟ ପୋମେନା ସହରର ଫେୟାରଗ୍ରାଣ୍ଡ୍‌ସ ଷ୍ଟାଡ଼ିୟମରେ…

ସ୍କୁଲକୁ ବୋ‌ମା ଧମକ

ବୁଧବାର ସକାଳୁ ସକାଳୁ ଦିଲ୍ଲୀରେ ହଇଚଇ ସୃଷ୍ଟି ହୋଇଥିଲା। ରାଜଧାନୀର ୫ଟି ଜଣାଶୁଣା ସ୍କୁଲକୁ ବୋ‌ମା ଧମକ ମିଳିବା ପରେ ଅଭିଭାବକମାନେ ଚିନ୍ତିତ ହୋଇପଡ଼ିଥିଲେ। ଇମଲେ୍ ଜରିଆରେ ଧମକ ମିଳିବା ପରେ ପୁଲିସ ଛାନ୍‌ଭିନ୍ କରିବାକୁ ସ୍କୁଲରେ ପହଞ୍ଚିଥିଲେ ବି କିଛି ମିଳିନଥିଲା। ଧମକପୂର୍ଣ୍ଣ…

ଶିଶୁକନ୍ୟାର ମାତାପିତା ହେଲେ କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମାଲହୋତ୍ରା

ବଲିଉଡରୁ ଆସିଲା ଖୁସିର ଖବର। ମାତାପିତା ହେଲେ ଲୋକପ୍ରିୟ ଦମ୍ପତି କିଆରା ଆଡଭାନୀ ଏବଂ ସିଦ୍ଧାର୍ଥ ମାଲହୋତ୍ରା। ଗତକାଲି ଏହି ଦମ୍ପତି ଏକ ଶିଶୁ କନ୍ୟାକୁ ଏ ଦୁନିଆକୁ ସ୍ୱାଗତ କରିଛନ୍ତି। ଏହି ଖବର ସାମ୍ନାକୁ ଆସିବା ପରେ ଦୁହିଁଙ୍କ ପ୍ରଶଂସକ ଏବଂ ଅନେକ ସେଲିବ୍ରିଟି କିଆରା ଏବଂ…

ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡ଼ାକରା , ବନ୍ଦ ରହିବ ପେଟ୍ରାଲ ପମ୍ପ ଓ ସମସ୍ତ ଶିକ୍ଷାନୁଷ୍ଠାନ

ରାଜ୍ୟରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ ବୋଲି ପେଟ୍ରୋଲ ଡିଲର ସଂଘ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛି। ସୁରକ୍ଷା ଦୃଷ୍ଟିରୁ ସକାଳ ୬ରୁ ଅପରାହ୍‌ଣ ୪ଟା ଯାଏଁ ପେଟ୍ରୋଲ ପମ୍ପ ବନ୍ଦ ରହିବ। ଆସୋସିଏସନ…

ସାତ ବର୍ଷ ହୋଇଯାଇଥିବା ପିଲାମାନଙ୍କ ଆଧାର ବାୟୋମେଟ୍ରିକ୍ ଅପ୍‌ଡେଟ୍‌ କରିବା ବାଧ୍ୟତାମୂଳକ

ସାତ ବର୍ଷ ହୋଇଯାଇଥିବା ପିଲାମାନଙ୍କ ଆଧାର ବାୟୋମେଟ୍ରିକ୍ ଅପ୍‌ଡେଟ୍‌ କରିବା ବାଧ୍ୟତାମୂଳକ ବୋଲି ଭାରତୀୟ ସ୍ବତନ୍ତ୍ର ପରିଚୟପତ୍ର କର୍ତ୍ତୃପକ୍ଷ(ୟୁଆଇଡିଏଆଇ) ପକ୍ଷରୁ ଅଭିଭାବକମାନଙ୍କୁ କୁହାଯାଇଛି। ଯେକୌଣସି ଆଧାର ସେବା କେନ୍ଦ୍ର ଜରିଆରେ ଏହି କାର୍ଯ୍ୟ ହୋଇପାରିବ। ପାଞ୍ଚ ବର୍ଷରୁ…

ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ , ପୁଲିସ କର୍ମୀ ଧସ୍ତାଧସ୍ତି

ଫକୀରମୋହନ କଲେଜ ଛାତ୍ରୀ ସୋମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରି ବିଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉତ୍ତେଜନାମୂଳକ ସ୍ଥିତି ଉପୁଜିଛି। ଲୋକସେବା ଭବନ ବାହାରେ ପୁଲିସର କଡ଼ାପହରା ଥାଇ ମଧ୍ୟ ତାକୁ ଖାତିର କରି ନାହାନ୍ତି ବିଜେଡି କର୍ମୀ।…

କେଶ ର ବୃଦ୍ଧି ପାଇଁ ଭଲ କାମ କରେ ସବୁଜ ଚା’ରେ ଥିବା ଆଣ୍ଟି ଅକ୍ସିଡାଣ୍ଟ୍‌

ଦୀର୍ଘ ଓ ଘନ କେଶ କାହାକୁ ବା ପସନ୍ଦ ନୁହେଁ? ଉଭୟ ପୁରୁଷ ଓ ମହିଳାଙ୍କୁ ଘନ କେଶ ପସନ୍ଦ। ହେଲେ ଉତ୍ତମ କେଶ ମନକୁ ମନ ହୋଇଯାଏନି। ସେଥିପାଇଁ ଆମକୁ କିଛି ଘରୋଇ ଉପଚାର କରିବାକୁ ପଡ଼ିଥାଏ। ଆଜିକାଲି ଲୋକ ଅନେକ ଘରୋଇ ଉପଚାର ଆପଣଉଛନ୍ତି ମଧ୍ୟ। କେଶକୁ ବଢ଼ାଇବା ପାଇଁ ଲୋକ…

ଆଜି ପ୍ରବଳ ବର୍ଷିବ

ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ମଙ୍ଗଳବାର ଉପକୂଳବର୍ତ୍ତୀ ଓଡ଼ିଶାରେ ମଧ୍ୟ ବର୍ଷା ଲାଗି ରହିଥିଲା। ଆଗକୁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ ଜିଲାର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ଆଉ କିଛି ଅଞ୍ଚଳରେ…

ବିଜେଡ଼ି ପକ୍ଷରୁ ବାଲେଶ୍ବର ବନ୍ଦ ଡ଼ାକରା ,ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବନ୍ଦ

ଆଜି ବାଲେଶ୍ୱର ଜିଲା ବନ୍ଦ ଡାକରା ଦେଇଛି ବିଜେଡି । ସକାଳ ୬ଟାରୁ ଦିନ ୨ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରାଯିବ । ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣାରେ ପୀଡିତା ଛାତ୍ରୀଙ୍କୁ ନ୍ୟାୟ ଦାବିରେ ବନ୍ଦ ଡାକରା ଦେଇଛି ବିଜେଡି । ବୁଧବାର ଦିନ ଆଠ ଘଣ୍ଟିଆ ବାଲେଶ୍ୱର ବନ୍ଦ…