ଏହା ଆତ୍ମହତ୍ୟା ନୁହେଁ , ଏହା ବିଜେପିର ବ୍ୟବସ୍ଥା ଦ୍ଵାରା ସଂଗଠିତ ହୋଇଥିବା ହତ୍ୟା – ରାହୁଲ ଗାନ୍ଧୀ
ଫକୀର ମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ ବିଏଡ୍ ଦ୍ବିତୀୟ ବର୍ଷର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ରାହୁଲ ଗାନ୍ଧୀ। ସେ କହିଛନ୍ତି ଏହା ଆତ୍ମହତ୍ୟା ନୁହେଁ , ଏହା ବିଜେପିର ବ୍ୟବସ୍ଥା ଦ୍ଵାରା ସଂଗଠିତ ହୋଇଥିବା ହତ୍ୟା। ଯୌନ ଶୋଷଣ…