Browsing Tag

#metro tv

କାଳବୈଶାଖୀ ପ୍ରଭାବରେ ୯ ତାରିଖ ଯାଏ ବିଭିନ୍ନ ସ୍ଥାନରେ ବର୍ଷା

ଆସନ୍ତା ତିନି ଦିନ ରାଜ୍ୟରେ ଝଡ଼ ବର୍ଷା ହୋଇପାରେ । କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା ଅଛି। ଆସନ୍ତା ସୋମବାର ଯାଏ ଉପକୂଳ, ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।ଉତ୍ତର ପଶ୍ଚିମ ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ଏକ…

ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆଜି ଏକ ମିଶ୍ରିତ ଦିନ ହେବ । କାର୍ଯ୍ୟକ୍ଷେତ୍ରରେ ଆପଣଙ୍କୁ ଛୋଟ ଛୋଟ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ । ଯଦିଓ ବହୁତ କାମ ରହିବ, କିନ୍ତୁ ଆପଣ କଠିନ ପରିଶ୍ରମ ଦ୍ୱାରା ସଫଳତା ପାଇବେ । ଥକାପଣ ଶକ୍ତିର ଅଭାବ ସୃଷ୍ଟି କରିବ । ଆପଣଙ୍କୁ ବିଦେଶ ଯାତ୍ରାର ସୁଯୋଗ ମିଳିବ ।…

୫ ରାଜ୍ୟସଭା ପ୍ରାର୍ଥୀଙ୍କ ସମ୍ପତ୍ତିକୁ ନେଇ ଚର୍ଚ୍ଚା ଆରମ୍ଭ,ସବୁଠୁ ଧନୀ ହେଉଛନ୍ତି ବିଜେଡି ପ୍ରାର୍ଥୀ ସଂତୃପ୍ତ…

ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ଓହ୍ଲାଇଛନ୍ତି ୫ ମହାରଥୀ । ବିଜେପିରୁ ରାଜ୍ୟ ସଭାପତି ମନମୋହନ ସାମଲ, ସୁଜିତ କୁମାର ଏବଂ ବିଜେଡିରୁ ସଂତୃପ୍ତ ମିଶ୍ର ରାଜ୍ୟସଭା ପାଇଁ ପ୍ରାର୍ଥୀ ହୋଇଥିବା ବେଳେ, ସବୁଠାରୁ ରୋଚକ ହୋଇଛି ଚତୁର୍ଥ ଆସନର ଲଢ଼େଇ। ଏହି ଆସନ ପାଇଁ ରାଜ୍ୟରେ ନୂଆ ରାଜନୈତିକ ଅଧ୍ୟାୟ…

୮ରେ ମହାମୁକାବିଲା,ଭାରତ ବନାମ ନ୍ୟୁଜିଲାଣ୍ଡ

ଭାରତ ବନାମ ନ୍ୟୁଜିଲାଣ୍ଡ ।  ୮ରେ ମହାମୁକାବିଲା । ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବ ଟାଇଟଲ ଟକ୍କର । ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ହରାଇ ନ୍ୟୁଜିଲାଣ୍ଡ ଫାଇନାଲକୁ ପ୍ରବେଶ କରିସାରିଛି । କାଲି ଇିଂଲିସ ବାହାନୀକୁ ଧୂଳି ଚଟାଇ ଫାଇନାଲରେ ଏଣ୍ଟ୍ରି କରିଛି ଟିମ୍…

ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର‌ ସେନ୍‌ସେକ୍ସ ୧୦୯୭ ପଏଣ୍ଟ୍‌ ହ୍ରାସ ପାଇ ୭୮,୯୧୮ ପଏଣ୍ଟ୍‌ରେ ବନ୍ଦ ହୋଇଛି

ସପ୍ତାହର ଶେଷ କାରବାର ଦିନରେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର‌ ସେନ୍‌ସେକ୍ସ ୧୦୯୭ ପଏଣ୍ଟ୍‌ ହ୍ରାସ ପାଇ ୭୮,୯୧୮ ପଏଣ୍ଟ୍‌ରେ ବନ୍ଦ ହୋଇଛି। ନ୍ୟାସନାଲ୍‌ ଷ୍ଟକ୍‌ ଏକ୍ସଚେଞ୍ଜ୍‌ର ନିଫ୍‌ଟି ୩୧୫ ପଏଣ୍ଟ୍‌ ହ୍ରାସ ପାଇ ୨୪,୪୫୦ ପଏଣ୍ଟ୍‌ରେ ବନ୍ଦ ହୋଇଛି। ଇରାନ ସହ ଇସ୍ରାଏଲ ଓ ଆମେରିକା ଯୁଦ୍ଧ…

୨୦୨୬ ଓସ୍କାର ପାଇଁ ଉପସ୍ଥାପକଙ୍କ ତାଲିକାରେ ପ୍ରକାଶ ପାଇଛି ବିଟାଉନର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ନାଁ

ବିଟାଉନର ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ହାସଲ କରିଛନ୍ତି। ଆଜି ସେ ବିଶ୍ୱସ୍ତରୀୟ ଆଇକନ୍ ଭାବରେ ପରିଚିତ। ଏବେ, ତାଙ୍କ ନାମ ୨୦୨୬ ଓସ୍କାର ପାଇଁ ଉପସ୍ଥାପକଙ୍କ ତାଲିକାରେ ପ୍ରକାଶ ପାଇଛି। ପ୍ରତିବର୍ଷ, ଆମେରିକୀୟ ଏକାଡେମୀ ଅଫ୍…

ଦୁବାଇରେ ଏମରଜେନ୍ସି ଆଲର୍ଟ

ୟୁଏଇରେ ଡ୍ରୋନ ଆଟାକ । ଦୁବାଇରେ ଏମରଜେନ୍ସି ଆଲର୍ଟ । ୟୁଏଇରେ ଡ୍ରୋନ ଷ୍ଟ୍ରାଇକ ପରେ ଦୁବାଇ ବାସିନ୍ଦାଙ୍କ ମୋବାଇଲକୁ ଏକ ଜରୁରୀକାଳୀନ ସତର୍କତା ବାର୍ତ୍ତା ପଠାଯାଇଛି । ଡ୍ରୋନ ଆକ୍ରମଣର ଆଶଙ୍କା ଥିବାରୁ ସମସ୍ତଙ୍କୁ ଘର ଭିତରେ ରହିବାକୁ ପରାମର୍ଶ ଦିଆଯାଇଛି । ନିଜକୁ ସୁରକ୍ଷିତ ରଖିବାକୁ…

ନୀତୀଶ କୁମାରଙ୍କୁ ବିହାର ନ ଛାଡିବା ପାଇଁ ନିବେଦନ କଲେ ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ

ଜେଡିୟୁର ରାଜ୍ୟ ସାଧାରଣ ସମ୍ପାଦକ ଅମରେନ୍ଦ୍ର ଦାସ ତ୍ରିଲୋକ ଆମେ କୌଣସି ପରିସ୍ଥିତିରେ ବି ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଦିଲ୍ଲୀ ଯିବାକୁ ଦେବୁ ନାହିଁ ବୋଲି ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯଦି ଆବଶ୍ୟକ ପଡେ ଆମେ ତାଙ୍କ ଲାଗି ଆମ ଜୀବନ ଦେଇ ଦେବୁ ହେଲେ ଦିଲ୍ଲୀ ଯିବାକୁ ଦେବୁନି।…

ଅମିତ ଶାହ ଯାହା କୁହନ୍ତି, ତାହା କରିକି ଦେଖାଇଥାନ୍ତି- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଦ୍ବାରା ଇଫ୍‌କୋ ସଲ୍‌ଫ୍ୟୁରିକ୍ ଏସିଡ୍ ପ୍ଲାଣ୍ଟ ଉଦ୍‌ଘାଟନ ଅବସରରେ ଉପସ୍ଥିତ ତିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି, ଅମିତ ଶାହ ଦେଶର ଜଣେ ଦୃଢ଼ ଏବଂ ଦ୍ରୁତ ନିଷ୍ପତ୍ତି ଗ୍ରହଣ କରୁଥିବା ନେତା…

ଦେଶର ସର୍ବାଧିକ ଉତ୍ତପ୍ତ ଅଞ୍ଚଳ ପାଲଟିଛି ଝାରସୁଗୁଡ଼ା, ୮ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବଦଳିବ ପାଗ

ତାତିରେ ରେକର୍ଡ କଲା ଝାରସୁଗୁଡ଼ା ।  ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ାରେ ସର୍ବାଧିକ ୩୯.୬ ଡିଗ୍ରୀ ସେଲସିଅସ୍ ତାପମାତ୍ରା ରେକର୍ଡ କରାଯାଇଛି ।  ଯାହା ଏକ ନୂଆ ରେକର୍ଡ । ଦେଶର ସର୍ବାଧିକ ଉତ୍ତପ୍ତ ଅଞ୍ଚଳ ପାଲଟିଛି ଝାରସୁଗୁଡ଼ା  । ଅନ୍ୟପାଟେ ରାଜ୍ୟରେ ଆସନ୍ତା ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ…