ଭୁବନେଶ୍ଵର ଝାରପଡ଼ା ସ୍ଥିତ ନୀଳପଦ୍ମା ଆପାର୍ଟମେଣ୍ଟରେ ଲାଗିଲା ନିଆଁ
ଭୁବନେଶ୍ଵର ଝାରପଡ଼ା ସ୍ଥିତ ନୀଳପଦ୍ମା ଆପାର୍ଟମେଣ୍ଟରେ ଲାଗିଲା ନିଆଁ । ଆପାର୍ଟମେଣ୍ଟରେ ନିଆଁ ଲାଗିବା ଯୋଗୁଁ ୪ ଜଣ ଆହତ ହୋଇଥିବା ସୂଚନା । ସମସ୍ତ ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଏସି ସର୍ଟ ସର୍କିଟ୍ରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି ।ସୂଚନାଯୋଗ୍ୟ…