ଓସାକ୍ସ ର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି ଡାକ୍ତର ଭବାନୀ
ଡାକ୍ତର ଭବାନୀ ଓଡ଼ିଶା ରାଜ୍ୟ ଏଡ୍ସ ନିୟନ୍ତ୍ରଣ ସମିତିର (ଓସାକ୍ସ)ର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ଅବସରରେ ଓସାକ୍ସର ଅଧିକାରୀ ଓ କର୍ମଚାରୀମାନେ ନୂତନ ପ୍ରକଳ୍ପ ନିର୍ଦ୍ଦେଶକ ଡ. ମିଶ୍ରଙ୍କୁ ସ୍ୱାଗତ କରିଥିଲେ । ଓସାକ୍ସର ବିଭିନ୍ନ କାର୍ଯ୍ୟକ୍ରମ…